ପୂର୍ବତନ ସୈନିକ ମଧୁସୂଦନ ପ୍ରଧାନଙ୍କ ବିୟୋଗ

ଖଡ଼ିଆଳ,୧୫ା୧୦ (ସୁଜିତ କୁମାର ପ୍ରଧାନ):ନୂଆପଡ଼ା ଜିଲା ଖଡ଼ିଆଳ ବ୍ରାହ୍ମଣପଡ଼ା ୱାର୍ଡ ନମ୍ବର ୧୨ର ପୂର୍ବତନ ସୈନିକ ମଧୁସୂଦନ ପ୍ରଧାନଙ୍କ ବିୟୋଗ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ସେ ଭାରତୀୟ ସେନାରେ ୧୯୬୨ରେ ଯୋଗଦେଇ ୧୯୬୫ ଓ ୧୯୭୧ରେ ପାକିସ୍ତାନ ବିରୋଧରେ ହୋଇଥିବା ଯୁଦ୍ଧରେ ଭାଗ ନେଇଥିଲେ। ସେନାରୁ ଅବସର ନେଲା ପରେ ସେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମରେ ଯୋଗଦେଇ ୧୯୯୮ରେ ଅବସର ଗ୍ରହଣ କରିଥିଲେ। ଦେଶ ସେବା ପାଇଁ ଖଡ଼ିଆଳ ମହୋତ୍ସବ ସମିତି ତରଫରୁ ୨୦୧୪ରେ ସେ ସମ୍ମାନିତ ହୋଇଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୂର୍ବତନ ସୈନିକଙ୍କ ତରଫରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ମୃତ୍ୟୁ ଶଯ୍ୟା ନିକଟରେ ସ୍ତ୍ରୀ ପୁଷ୍ପାଞ୍ଜଳି ପ୍ରଧାନ, ପୁତ୍ର ପବିତ୍ର ମୋହନ ପ୍ରଧାନ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri