ଗିରଫ ପରେ ଦକ୍ଷିଣ କୋରିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ସିଓଲ,୧୨ା୧୨: ଦକ୍ଷିଣ କୋରିଆରେ ଗତ ସପ୍ତାହରେ ସାମରିକ ଆଇନ ଘୋଷଣା କରିବାକୁ ନେଇ ଅଟକ ଥିବା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଗିରଫ କରାଯିବା ପରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। କୋରିଆ ସୁଧାରାତ୍ମକ ସେବା କମିଶନର ଜେନେରାଲ ଶିନ୍‌ ୟୋଙ୍ଗ ହାଏଙ୍କ ସୂଚନା ଅନୁଯାୟୀ, ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ କିମ୍‌ ୟୋଙ୍ଗ୍‌ ହ୍ୟୁନ୍‌ ମଙ୍ଗଳବାର ରାତିରେ ଡିଟେନ୍‌ଶନ ସେଣ୍ଟରରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଅପରାଧୀ ସଂସ୍କାର ସେବାରେ ନିୟୋଜିତ ଅଫିସରମାନେ ତାଙ୍କୁ ଏଥିରୁ ରକ୍ଷା କରିଥିଲେ। କିମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସେ କହିଛନ୍ତି।
ଅନ୍ୟପକ୍ଷରେ ସାମରିକ ଆଇନ ଲାଗୁ କରିବା ନେଇ ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ୍‌ ସୁକ୍‌ ୟେଓଲଙ୍କ ବିରୋଧରେ ମୁଖ୍ୟ ବିରୋଧୀ ଦଳ ଡେମୋକ୍ରାଟିକ୍‌ ପାର୍ଟି ପୁଣିଥରେ ମହାଭିଯୋଗ ଆଣିବାକୁ ଯୋଜନା କରିଛି। ପୂର୍ବରୁ ଆସିଥିବା ମହାଭିଯୋଗ ପ୍ରସ୍ତାବ ଉପରେ ଭୋଟକୁ ଶାସକ ଦଳର ଏମ୍‌ପିମାନେ ବର୍ଜନ କରିବାରୁ ଏହା ଗୃହୀତ ହୋଇପାରି ନ ଥିଲା। ଗୁରୁବାର ପୁଣିଥରେ ମହାଭିଯୋଗ ଆଣିବାକୁ ଯୋଜନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri