ପରପାରିରେ ପୂର୍ବତନ ବାଚସ୍ପତି ଶରତ କର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ  ମୃତ୍ୟୁ ବରଣ କରିଛନ୍ତି। ଏ ନେଇ ତାଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି।  ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଚ୍ଛାୟା ଖେଳି ଯାଇଛି। ସେ ୧୯୩୯ ମସିହା ସେପ୍ଟେମ୍ବର ୫ ତାରିଖରେ କଟକ ଜିଲ୍ଲାର ଚାଇଁପାଳର ଅଡମ ମହେଶପୂର ଗାଁରେ ଜନ୍ମ ଗ୍ରହଣ କରିଥିଲେ। ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ।   ଅଭିଭକ୍ତ କଟକ ଜିଲାର ମାହାଙ୍ଗା ଆସନରୁ ସେ ବିଧାନସଭାକୁ ୩ ଥର ପ୍ରତିନିଧିତ୍ୱ କରିଥିଲେ। ୧୯୭୭ ମସିହାରେ କଟକ ଲୋକସଭା ଆସନରେ କେନ୍ଦ୍ରମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ଆଲୋଡନ ସୃଷ୍ଟି କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri