ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୨ା୯(ଅନିଲ ଦାସ): ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ପରଲୋକ ଘଟିଛି। ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।  ସୂର୍ଯ୍ୟ ୧୯୪୮ ଡିସେମ୍ବର ୨୪ରେ ଜନ୍ମଗ୍ରହଣ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ସେ ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ସୂର୍ଯ୍ୟ ଜଣେ ଦକ୍ଷ ରାଜନୀତିଜ୍ଞ ଥିଲେ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ତଥା ୧୬ତମ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ। ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ମୋହନା ଓ ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ତମ, ୧୨ତମ, ୧୩ତମ, ୧୪ତମ, ୧୫ତମ ଓ ୧୬ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ସୂର୍ଯ୍ୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଥିଲେ। ପୂର୍ବରୁ ସେ ଓଡ଼ିଶା ବିଧାନସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପରେ ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?