ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ପିସି ଆକ୍ଟ, ୧୯୮୮ର ଧାରା ୧୩(୨) ସହ ୧୩(୧)(ଇ) ଅନୁଯାୟୀ ଆୟ ବର୍ହିଭୂତ ସମ୍ପତ୍ତି ରଖିବା ଅଭିଯୋଗରେ ଅଭିଯୋଗପତ୍ର ଦାଖଲ କରାଯାଇଥିଲା। ତାଙ୍କୁ ଭୁବନେଶ୍ୱରସ୍ଥିତ ମାନ୍ୟବର ସ୍ବତନ୍ତ୍ର ବିଚାରପତି, ସୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ କରାଯାଇଛି l କୋର୍ଟ ତାଙ୍କ ରାୟରେ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି l ଦୋଷୀ ସାବ୍ୟସ୍ତ ହେବା ପରେ ଖୀରାବ୍ଦି ବେହେରାଙ୍କ ପେନସନ୍‌ ବନ୍ଦ କରିବା ପାଇଁ ଓଡ଼ିଶା ଭିଜିଲାନ୍ସ ସକ୍ଷମ କର୍ତ୍ତୃପକ୍ଷଙ୍କ ନିକଟକୁ ଯାଇପାରିବେ ବୋଲି କୁହାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri