Posted inଖେଳ

ସଚିନଙ୍କୁ କ୍ଷମାମାଗିଲେ ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୪ା୨: ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ବହୁ ବାର ଭୁଲ୍‌ ନିଷ୍ପତ୍ତି ଦେଇ ଆଉଟ୍‌ କରିଥିବା ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର ଦୀର୍ଘ ୨୨ ବର୍ଷ ପରେ ନିଜ ଭୁଲ୍‌ ସ୍ବୀକାର କରିବା ସହ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ତାହା ଏକ ଭୁଲ୍‌ ଥିଲା ବୋଲି କହିଛନ୍ତି।

୨୦୦୯ରେ ଅବସର ନେଇଥିବା ବକ୍‌ନର ବିଶ୍ୱ କ୍ରିକେଟରେ ଦୁଇ ଦଶନ୍ଧି ଧରି ଅମ୍ପାୟର ଦାୟିତ୍ୱ ତୁଲାଇଥିଲେ। କିନ୍ତୁ ବହୁବାର ତାଙ୍କ ଭୁଲ୍‌ ନିଷ୍ପତ୍ତି ଯୋଗୁ ତେନ୍ଦୁଲକର ଆଉଟ୍‌ ହୋଇଥିଲେ। ସବୁଠୁ ଚର୍ଚ୍ଚିତ ଘଟଣା ଥିଲା, ୨୨ ବର୍ଷ ପୂର୍ବେ ବ୍ରିସବେନର ଗାବାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ରେ ସଚିନଙ୍କୁ ତ୍ରୁଟିପୂର୍ଣ୍ଣ ଭାବେ ବକ୍‌ନର ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ଏଥିପାଇଁ ବଢୁଛି ସୁନାରୂପା ରେଟ! ଆଗାମୀ ଦିନରେ….

ନୂଆଦିଲ୍‌ଲୀ,୨୪।୨: ବିଶ୍ୱ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ଘଟୁଛି । ବିଶେଷକରି ସମ୍ପ୍ରତି ସୁନାର ମୂଲ୍ୟରେ ଏକ ବିରାଟ ବୃଦ୍ଧି ଘଟିଛି। ଯାହାର କାରଣ କହିଛନ୍ତି ଅର୍ଥମନ୍ତ୍ରୀ…

କୃଷକଙ୍କୁ ବଡ଼ ଭେଟି ଦେଲେ ମୋଦି ସରକାର ! ଏହି ଫସଲ ଉପରେ କୁଇଣ୍ଟାଲ ପିଛା ୨୭୫ ଟଙ୍କା MSP ବଢ଼ାଇଲେ…

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ୨୦୨୬-୨୭ ମାର୍କେଟିଂ ସିଜନ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ ମଞ୍ଜୁରୀ…

ଜୁନାଗଡ଼ ସହରରେ ମିଳୁଛି ନକଲି ବିଦେଶୀ ମଦ: ଗିରଫ ୨ ଅଭିଯୁକ୍ତ ନା ମାଷ୍ଟ୍ରର ମାଇଣ୍ଡ କିଏ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): ସାବଧାନ ଜୁନାଗଡ଼ ସହରରେ ମିଳୁଛି ନକଲି ମଦ। ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ଚଢ଼ାଉ ସମୟରେ ବାହାରିଛି ଏହି ନକଲି ଦେଶୀ ମଦ।…

ବ୍ରାହ୍ମଣୀଗାଁ ଅଞ୍ଚଳରେ ପ୍ରଥମ କାଳବୈଶାଖୀ: ଅଧାରେ ଅଟକିଲା ବାଳି ବଦ୍ଧ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧକ ସାଜିଲା ବର୍ଷା

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ ୨୩ |୨(ଅରୁଣ ସାହୁ/ମନୋରଞ୍ଜନ ରଣା ): ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ…

ଦକ୍ଷିଣ ଆଫ୍ରିକା ଯିବ ଅଷ୍ଟ୍ରେଲିଆ ଦଳ

ମେଲବୋର୍ନ,୨୪ା୨: ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳ ସେପ୍ଟେମ୍ବର ଓ ଅକ୍ଟୋବରରେ ଦକ୍ଷିଣ ଆଫ୍ରିକା ଟୁର୍‌ରେ ଯିବ। ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୩ଟି ଟେଷ୍ଟ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ…

ମହିଳା ସୁରକ୍ଷା ଆଇନ, ବାଲ୍ୟବିବାହ, ଶିଶୁ ଶ୍ରମିକ ଆଇନକୁ ଗୁରୁତ୍ୱ 

ଦାରିଙ୍ଗବାଡି,୨୪।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସାରିଙ୍ଗିଇର୍ପି ଠାରେ ରହିଥିବା ପାଳକ ସଙ୍ଘର ସଭାଗୃହଠାରେ ମଙ୍ଗଳବାର ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲା…

ଆସିଲା ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ: ଜୁନ ୧୪ରେ ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୨୪ା୨: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମଙ୍ଗଳବାର ଆଗାମୀ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଜୁନ ୧୨ରୁ ଜୁଲାଇ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri