ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।

ସୂଚନାଯୋଗ୍ୟ, ୧୬ ଜୁଲାଇ ୧୯୪୧ରେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନ ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୁଅ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ସମ୍ବଲପୁରରୁ ଲୋକ ସଭା ଏମ୍‌ପି ଏବଂ ନରେନ୍ଦ୍ର ମୋଦି ସରକାରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଅଛନ୍ତି। ଦେବେନ୍ଦ୍ର ଭାରତୀୟ ଜନତା ପାର୍ଟିର ସଦସ୍ୟ ଥିଲେ। ସେ ଦ୍ୱିତୀୟ ବାଜପେୟୀ ମନ୍ତ୍ରୀମଣ୍ଡଳରେ ପରିବହନ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ଦେବଗଡ଼ ନିର୍ବାଚନମଣ୍ଡଳୀରୁ ୧୩ତମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ସେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସଦସ୍ୟ ମଧ୍ୟ ଥିଲେ।

ଦେବେନ୍ଦ୍ର ଏମ୍‌ବିବିଏସ୍‌ ପଢିଥିଲେ। ଭାଜପା ତାଳଚେର ମଣ୍ଡଳ ସଭାପତି (୧୯୮୦-୧୯୮୩)
ଅବିଭକ୍ତ ଢେଙ୍କାନାଳ ଜିଲାର ଜିଲା ଭାଜପା ସଭାପତି (୧୯୮୩-୧୯୮୫) ଅବିଭକ୍ତ ଢେଙ୍କାନାଳ ଜିଲାର ଜିଲା ଭାଜପା ସଭାପତି (୧୯୮୫-୧୯୮୮) ଭାଜପା ଓଡ଼ିଶାର ରାଜ୍ୟ ସଭାପତି (ଫେବୃଆରୀ ୧୯୮୮-୧୯୯୦) ରାଜ୍ୟ ସଭାପତି (ଭାଜପା), ଓଡିଶା ଭାବରେ ପୁନଃନିର୍ବାଚିତ (୧୯୯୦-୧୯୯୩) ଓଡିଶାର ରାଜ୍ୟ ସାଧାରଣ ସମ୍ପାଦକ (୧୯୯୩-୧୯୯୫) ଓଡ଼ିଶାର ରାଜ୍ୟ ସଭାପତି ଭାବରେ ପୁନଃନିର୍ବାଚିତ (୧୯୯୫-୧୯୯୭) ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ, ଭାଜପା (୧୯୯୭-୧୯୯୮) ଦ୍ୱାଦଶ ଲୋକ ସଭା, ଦେବଗଡ଼ ସଂସଦୀୟ କ୍ଷେତ୍ର, ଓଡିଶା ପାଇଁ ସଂସଦ ସଦସ୍ୟ ଭାବରେ ନିର୍ବାଚିତ (୧୯୯୮) କେନ୍ଦ୍ର ପରିବହନ ରାଷ୍ଟ୍ରମନ୍ତ୍ରୀ (୧୯୯୮-୧୯୯୯) ସଂସଦ ସଦସ୍ୟ ଭାବରେ ପୁନଃନିର୍ବାଚିତ ୧୩ତମ ଲୋକ ସଭା, ଦେବଗଡ଼ ସଂସଦୀୟ ନିର୍ବାଚନମଣ୍ଡଳୀ (୧୯୯୯-୨୦୦୪) କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ, ପରିବହନ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ (୧୯୯୯-୨୦୦୧) ଭାଜପାର ଜାତୀୟ ଉପାଧ୍ୟକ୍ଷ (୨୦୦୧-୨୦୦୨) ମଧ୍ୟ ଥିଲେ ଦେବେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri