Posted inଜାତୀୟ

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ଗାନ୍ଧୀଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ଗାନ୍ଧୀଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଦିଲୀପ ଗାନ୍ଧୀଙ୍କ କରୋନା ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇ ସେ ଏଠାରେ ଚିକିତ୍ସିତ ହେଉଥିଲେ। ସୂଚନାଯୋଗ୍ୟ, ଦିଲୀପ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଜଣେ ମନ୍ତ୍ରୀ ଥିଲେ। ସୂତ୍ରରୁ ପ୍ରକାଶ ଯେ ନିକଟରେ ସେ କରୋନା ଜୀବାଣୁ ସଂକ୍ରମିତ ହୋଇଥିବା ଜଣାପଡିଛି ଏବଂ ସେ ଅନ୍ୟାନ୍ୟ ରୋଗରେ ମଧ୍ୟ ଚିକିତ୍ସିତ ହେଉଛନ୍ତି। ୮୦ ଦଶକରେ ଜଣେ କର୍ପୋରେଟର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ ଦିଲୀପ। ୧୯୯୯ରୁ ମହାରାଷ୍ଟ୍ରର ଅହମ୍ମଦନଗର ଆସନରୁ ଭାଜପା ଟିକେଟ୍‌ରେ ନେତା ୩ଥର ଲୋକ ସଭା ନିର୍ବାଚନ ସେ ଜିତିଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କୁ ଟିକେଟ ଦିଆ ଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦ୍‌: ଅପହରଣ ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ପଚରାଉଚୁରା

ହାଇଦ୍ରାବାଦ୍‌,୬।୧- ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରବୀଣ ରାଓ ଓ ତାଙ୍କ ଦୁଇ ଭାଇଙ୍କୁ ଅପହରଣ ପରେ ଉଦ୍ଧାର କରିଛି ହାଇଦ୍ରାବାଦ୍‌ ପୋଲିସ। ଏହାର ଘଣ୍ଟାକ ପରେ...

ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି।...

ସହଜ ନୁହେଁ ୫% ଜିଡିପି: ୨୦୨୦ରେ ଭାରତକୁ ସଂଘର୍ଷ କରିବାକୁ ପଡ଼ିବ

ନୂଆଦିଲ୍ଲୀ,୨ା୧: ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୪.୫% ଖସିଛି। ମାନ୍ଦାବସ୍ଥା ଯୋଗୁ...

ହେଲମେଟ୍‌ ପିନ୍ଧି କାର୍ଯ୍ୟାଳୟରେ କାମ କରୁଛନ୍ତି ବିଦ୍ୟୁତ୍‌ ବିଭାଗ କର୍ମଚାରୀ

ବାନ୍ଦା,୫।୧୧: ଗାଡ଼ି ଚଳାଇବା ବେଳେ ହେଲମେଟ୍‌ ପିନ୍ଧିବାକୁ ନିୟମ ରହିଛି। ତେବେ ଉତ୍ତରପ୍ରଦେଶ ବାନ୍ଦା ସ୍ଥିତ ବିଦ୍ୟୁତ୍‌ ବିଭାଗର ଏକ କାର୍ଯ୍ୟାଳୟରେ କର୍ମଚାରୀ ହେଲମେଟ୍‌ ପିନ୍ଧି...

ଝାଡ଼ଖଣ୍ଡ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ

ରାଞ୍ଚତ୍,୨୯।୧୧: ପ୍ରଥମ ପର୍ଯ୍ୟାୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପାଲାମୌ, ଗୁମ୍‌ଲା, ଗରଓ୍ବା ଏବଂ ଲାଟେହାର...

ଦେଶ ପାଇଁ ୫ ଅଗଷ୍ଟ ଶୁଭଦିନ: ଭାଜପା

ନୂଆଦିଲ୍ଲୀ,୫ ।୮: ଟୋକିଓ ଅଲିମ୍ପିକରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ପଦକ ଜିତି ଦେଶର ଗୌରବ ବୃଦ୍ଧି କରିଛନ୍ତି । ଦୀର୍ଘ ୪୧ ବର୍ଷ...

ସାଇକେଲରେ ଶପଥ ଗ୍ରହଣ ଉତ୍ସବକୁ ଯିବେ ଏହି ଏମପି

ନୂଆଦିଲ୍ଲୀ,୩୦।୫: ଲେକା ସଭା ନିର୍ବାଚନରେ ଭାଜପା ନେତୃତ୍ୱଧୀନ ଏନଡିଏ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବା ପରେ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟ...

ସୁରକ୍ଷା ନିର୍ଦ୍ଦେଶ ଦିଅନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଶାହିନବାଗଠାରେ ଦୀର୍ଘ ୬୯ ଦିନ ହେଲା ଆନ୍ଦୋଳନ ଜାରି ରହିଛି। ଫଳରେ ଫରିଦାବାଦ-ନୋଏଡା ରାସ୍ତା...

Advertisement
Archives

Model This Week