ବାଲେଶ୍ୱରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧।୪: ବାଲେଶ୍ୱର ଲୋକ ସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତମାନର ବାଲେଶ୍ୱର ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ କଂଗ୍ରେସ ପ୍ରାର୍ଥୀ କରିପାରେ।

୨୦୧୯ ନିର୍ବାଚନରେ ପ୍ରତାପ ବିଜେଡିର ରବୀନ୍ଦ୍ର ଜେନାଙ୍କୁ ପ୍ରାୟ ୧୦ ହଜାର ଭୋଟ ବ୍ୟବଧାନରେ ପରାସ୍ତ କରି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟଥର ପାଇଁ ସେ ପୁଣି ପ୍ରତିଦ୍ବନ୍ଦିତା କରୁଛନ୍ତି।

ଅନ୍ୟପଟେ ଚାରି ଚାରି ଥର ଲୋକ ସଭାକୁ ନିର୍ବାଚିତ ହୋଇଥିବା ଶ୍ରୀକାନ୍ତ ପୁଣିଥରେ ନିର୍ବାଚନ ମଇଦାନକୁ ଫେରୁଥିବା ଚର୍ଚ୍ଚା ହେଉଛି। କଂଗ୍ରେସ ତାଙ୍କୁ ବାଲେଶ୍ୱରରୁ ଲୋକ ସଭା ପାଇଁ ପ୍ରାର୍ଥୀ କରିବା ନେଇ ଆଲୋଚନା ହେଉଛି। ୨୦୧୯ରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ କଂଗ୍ରେସରୁ ନିଲମ୍ବିତ କରାଯାଇଥିଲା। ତେବେ ନିକଟରେ ସେ ପୁଣି କଂଗ୍ରେସକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri