Posted inଜାତୀୟ

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଗୁରୁତର

ଲକ୍ଷ୍ନୌ,୨୭ ।୭: ସଞ୍ଜୟ ଗାନ୍ଧୀ ଆୟୁର୍ବେଦ ସଂସ୍ଥାନରେ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଏବେ ଗୁରୁତର ହୋଇ ପଡିଛନ୍ତି । ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିବର୍ତ୍ତେ ଅବନତି ହେବାରେ ଲାଗିଛି । ଲାଇଫ୍ ସପୋର୍ଟରେ ଥିବା ସିଂଙ୍କର ପ୍ରତିଦିନ ଡାଏଲିସିସ ଚାଲିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ଏସ୍‌ଜିପିଜିଆଇ ପହଞ୍ଚି କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ମଙ୍ଗଳବାର ହସ୍ପିଟାଲ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଥିଲା କି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟବସ୍ଥ୍ୟା ଏବେବି ଗୁରୁତର ରହିଛି । ତାଙ୍କୁ ଲାଇଫ୍ ସପୋର୍ଟରେ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri