Posted inଜାତୀୟ

ବଳାତ୍କାର ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ଆଜୀବନ ଜେଲ

ଲକ୍ଷ୍ନୌ,୧୨।୧୧: ପୂର୍ବତନ ଉତ୍ତରପ୍ରଦେଶ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଓ ଅନ୍ୟ ଦୁଇ ଜଣଙ୍କୁ ଜଣେ ମହିଳାଙ୍କୁ ବଳାତ୍କାର କରିବା ମାମଲାରେ ଆଜୀବନ ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। ଦଣ୍ଡାଦେଶ ଶୁଣାଇଲା ବେଳେ ଗାୟତ୍ରୀ ପ୍ରଜାପତିଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତ ଅଶୋକ ତିଓ୍ବାରୀ ଓ ଆଶିଷ ଶୁକ୍ଳା କୋର୍ଟରେ ଉପସ୍ଥିତ ଥିଲେ।

ଜଣେ ମହିଳାଙ୍କୁ ବଳାତ୍କାର ଓ ତାଙ୍କ ନାବାଳିକା ଝିଅଙ୍କୁ ବଳାତ୍କାର ଉଦ୍ୟମ କରିବା ମାମଲାରେ ପ୍ରଜାପତିଙ୍କୁ ବୁଧବାର ଦୋଷୀ ଘୋଷଣା କରିଥିଲେ ବିଚାରପତି ପି କେ ରାଇ। ଆବେଦନକାରୀ ବିନା ଦ୍ୱନ୍ଦ୍ୱରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା କୋର୍ଟ ତାଙ୍କ ରାୟରେ କହିଥିଲେ। ଏଥି ସହିତ କେଉଁ ପରିସ୍ଥିତିରେ ପୀଡ଼ିତା ଏବଂ ଅନ୍ୟ ଦୁଇ ସାକ୍ଷୀ ଶୁଣାଣି ବେଳେ ବୟାନ ବଦଳିଲେ, ଲକ୍ଷ୍ନୌ ପୋଲିସ କମିଶନରଙ୍କୁ ତାହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରମାଣ ଅଭାବରୁ ଏହି ମାମଲାରେ ଅନ୍ୟ ୪ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଶରେ ଛଡ଼ା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ...

ଜରୁରୀ କାଳୀନ ସ୍ଥିତିରେ ପ୍ରୟୋଗ କରାଯିବ ଫାଇଜର-ବାୟୋଏନ୍‌ଟେକ୍‌ ଟିକା: ଡିସିଜିଆଇ ମଞ୍ଜୁରୀକୁ ଅପେକ୍ଷା

ନୂଆଦିଲ୍ଲୀ, ୬।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ପ୍ରୟୋଗ କରାଯିବ ଲାଗି ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ...

ସରକାରୀ ବାବୁଙ୍କୁ କୋର୍ଟ ସମନ ଲାଗି ଗାଇଡ୍‌ଲାଇନ ଆସିବ

ନୂଆଦିଲ୍ଲୀ,୨୨ା୮: ସରକାରୀ ବାବୁମାନଙ୍କୁ କୋର୍ଟ ସମନ ଜାରି ଲାଗି ସୁପ୍ରିମକୋର୍ଟ ଗାଇଡ୍‌ଲାଇନ ଜାରି କରିବେ। ଅଦାଲତଗୁଡ଼ିକ ସମନ କଲାବେଳେ ଉକ୍ତ ଗାଇଡ୍‌ଲାଇନକୁ ଅନୁସରଣ କରିବାକୁ ହେବ। ପ୍ରଧାନ...

ପାକିସ୍ତାନୀ ନୌକା ଜବତ: ବିଏସ୍‌ଏଫ୍‌ର ତଦନ୍ତ ଜାରି

ନୂଆଦିଲ୍ଲୀ,୧୪।୧୨: ଅନୁପ୍ରବେଶ ପାଇଁ ଅତିସମ୍ବେଦନଶୀଳ ଅଞ୍ଚଳ ଭାବେ ଜଣାଯାଉଥିବା କଚ୍ଛର ହରାମି ନାଲାରୁ ଶନିବାର ଏକ ଖାଲି ନୌକା ଜବତ କରାଯାଇଛି। ସୀମାର ସୁରକ୍ଷାକର୍ମୀ ଏହି...

ମାହୁନ୍ତ ବିବାଦରୁ ହାତୀକୁ ବିଷ ଦେଇ ମାରିଦେଲେ

ବେଗୁସରାଇ,୧୧ା୧୧(ପି.ଟି.): ମାହୁନ୍ତ ବିବାଦକୁ ନେଇ ବିହାରର ବେଗୁସରାଇ ଜିଲାରେ ଗୋଟିଏ ହାତୀକୁ ବିଷ ଦେଇ ମାରିଦିଆଯାଇଥିବା ପୋଲିସ କହିଛି। ହାତୀର ପୂର୍ବତନ ମାହୁନ୍ତ ମହମ୍ମଦ ଗୟାସ,...

ତେଲ ଭରିବା ସମୟରେ କାର୍‌ରେ ଲାଗିଲା ନିଆଁ, ହିରୋ ସାଜି ଲୋକଙ୍କ ଜୀବନ ବଞ୍ଚାଇଲେ ଏହି ଯୁବକ; ଛୁଟୁଛି ପ୍ରଶଂସାର ସୁଅ

ଭୋପାଳ,୨୧ା୧୦: ମଧ୍ୟପ୍ରଦେଶର ବାଲାଘାଟରେ ଜଣେ ଯୁବକଙ୍କ ଦୁଃସାହସିକ ସାହସ ଯୋଗୁ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ବାଲାଘାଟ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ...

ଚାଇନା ପ୍ରସଙ୍ଗରେ ଛାତି ଚଉଡା କରି ଆଲୋଚନା ପାଇଁ ମୁଁ ପ୍ରସ୍ତୁତ: ରାଜନାଥ

ନୂଆଦିଲ୍ଲୀ,୨୧।୯: ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ବିତର୍କ ଚାଲିଛି। ଗୁରୁବାର ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦି ଏଥିପାଇଁ ସମସ୍ତ ସାଂସଦଙ୍କୁ ଧନ୍ୟବାଦ ଦେଇଥିବା...

ଏସପି ନେତାଙ୍କ ବିବାଦୀୟ ବୟାନ୍‌: ସ୍ତ୍ରୀଙ୍କୁ ଗୁଳି ମାରିଦେବାଠାରୁ ଭଲ ତିନି ତଲାକ

ନୂଆଦିଲ୍ଲୀ, ୨୫।୭: ମୁସଲମାନ ମହିଳାଙ୍କ ସୁରକ୍ଷା ପାଇଁ ସଂସଦରେ ଆଗତ ହେବାକୁ ଥିବା ତିନି ତଲାକ ବିଲ୍‌କୁ ନେଇ ଗୁରୁବାର ଗୃହରେ ହଙ୍ଗାମା ହୋଇଛି। କେନ୍ଦ୍ର...

Advertisement
Archives

Model This Week