କ୍ଲିଣ୍ଟନ ଅସୁସ୍ଥ

ୱାଶିଂଟନ,୧୫ ।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବିଲ କ୍ଲିଣ୍ଟନ ଅସୁସ୍ଥ ହୋଇ ପଡିଛନ୍ତି । ୭୫ ବର୍ଷୀୟ କ୍ଲିଣ୍ଟନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ରକ୍ତ ସଂକ୍ରମଣ ଯୋଗୁ ସେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । କିନ୍ତୁ ସେ କରୋନାରେ ଆକ୍ରାନ୍ତ ନୁହେଁ ବୋଲି ସ୍ପୋକ୍ସପର୍ସନ ସୂଚନା ଦେଇଛନ୍ତି । ଆସନ୍ତା କାଲି ସୁଦ୍ଧା ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଯିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନ ନେଇଥିବା ଲୋକଙ୍କୁ ଲକଡାଉନରେ ବନ୍ଦ ରଖିବ ଅଷ୍ଟ୍ରିୟା, ୟୁରୋପ ପୁଣି ପାଲଟିଲା ମହାମାରୀର କେନ୍ଦ୍ର

ଭିଏନା,୧୩ ।୧୧: ୟୁରୋପରେ କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି ୟୁରୋପ ପୁଣିଥରେ କରୋନା ମହାମାରୀର କେନ୍ଦ୍ର ପାଲଟିଯାଇଛି...

ଆକ୍ରମଣକାରୀଙ୍କ ଗିରଫ ପାଇଁ ପୋଲିସ ଉପରେ ଚାପ

କଲମ୍ବୋ,୧୬ା୫: ଗତ ସପ୍ତାହରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭକାରୀଙ୍କ ଉପରେ ହୋଇଥିବା ଆକ୍ରମଣରେ ସମ୍ପୃକ୍ତ ଥିବା ରାଜପାକ୍‌ସେ ପରିବାରର ବିଶ୍ୱସ୍ତବାଦୀଙ୍କୁ ଗିରଫ କରିବା ପାଇଁ ଶ୍ରୀଲଙ୍କାରେ ପୋଲିସ ଉପରେ...

ଚାଇନା କରୁଛି ଆକ୍ରମଣ ଷଡ଼ଯନ୍ତ୍ର

ଓ୍ବାଶିଂଟନ, ୧୬।୮: ଚାଇନା ଏବଂ ଆମେରିକା ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି। ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ଆମେରିକା ସୈନ୍ୟ...

ଗନିଙ୍କୁ ସ୍ବାଗତ କଲା ୟୁଏଇ

କାବୁଲ,୧୮।୮ : ଆଫଗାନିସ୍ତାନ ରାଜଧାନୀ କାବୁଲକୁ ତାଲିବାନ ମାଡ଼ି ବସିବା ପରେ ରାଷ୍ଟ୍ରପତି ଅଶ୍ରଫ ଗନି ଦେଶ ଛାଡ଼ି ପଳାୟନ କରିଛନ୍ତି। ରାଷ୍ଟ୍ରପତି ପଦରୁ ଇସ୍ତଫା...

ବିଦେଶୀଙ୍କୁ ରୋକିବାକୁ ଶେଷ ଉଦ୍ୟମ

ଓ୍ବାଶିଂଟନ, ୨।୧(ପି.ଟି.): ହ୍ବାଇଟ୍‌ ହାଉସ୍‌ ଛାଡ଼ିବାର ୨୦ ଦିନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଶରେ ବାହାର ଲୋକଙ୍କ ପ୍ରବେଶ ରୋକିବା ଲାଗି ଶେଷ...

କରୋନା ସଙ୍କଟରେ ପୃଥିବୀ: ତୃତୀୟ ବିଶ୍ୱଯୁଦ୍ଧ ପାଇଁ ରୁଷ୍‌ର ପ୍ରସ୍ତୁତି ଆରମ୍ଭ

ମସ୍କୋ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ...

ସାଙ୍ଗିଆ ଚୟନ ସ୍ବାଧୀନତା

ପ୍ୟାରିସ୍‌, ୨୨।୧୨: ନାରୀ ସଶକ୍ତୀକରଣର ପ୍ରସଙ୍ଗ ଉଠିଲେ ପ୍ରଥମେ ଆଲୋଚନା ହୁଏ ମହିଳା ସ୍ବାଧୀନତା ଉପରେ। ହେଲେ ଶିଶୁ ଜନ୍ମ ହେବା ପରେ ତା’ର ସାଙ୍ଗିଆ...

ରୁଷିଆ ଉପରେ ପୁଣି କଡ଼ା ପ୍ରତିବନ୍ଧକ ଲଗାଇଲା ଆମେରିକା

କ୍ୱିଭ୍‌,୬।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଜି ଯୁଦ୍ଧର ୪୨ତମ ଦିନ। ଏ ପର୍ଯ୍ୟନ୍ତ ରୁଷିଆ ୟୁକ୍ରେନର ଅନେକ ସହରକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଦେଇଛି।...

Advertisement
Archives

Model This Week