ପୁଣିଥରେ ଆକ୍ଟିଭ ହେଲା ଡୋନାଲ୍ଡ ଟ୍ରମ୍ଫଙ୍କ ଫେସବୁକ, ଇନଷ୍ଟାଗ୍ରାମ ଆକାଉଣ୍ଟ

ୱାଶିଂଟନ,୧୦ ।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ଫେସବୁକ ଓ ଇନଷ୍ଟାଗ୍ରାମରେ ତାଙ୍କର ପ୍ରତିକ୍ରିୟା ଦେବେ । ମେଟା ତାଙ୍କ ଆକାଉଣ୍ଟକୁ ପୁଣିଥରେ ଆକ୍ଟିଭ କରି ଦେଇଛି । ଫେସବୁକ ୨ ବର୍ଷ ପୂର୍ବରୁ ଟ୍ରମ୍ଫଙ୍କ ଆକାଉଣ୍ଟକୁ ବ୍ୟାନ କରିଦେଇଥିଲା ।

ସୂଚନାଯୋଗ୍ୟ, ଆମେରିକା ସଂସଦରେ ୬ ଜାନୁୟାରୀ ୨୦୨୧ରେ ହୋଇଥିବା ଆକ୍ରମଣ ପରେ ଫେସବୁକ ଡୋନାଲ୍ଡ ଟ୍ରମ୍ଫଙ୍କୁ ବ୍ୟାନ କରିଦେଇଥିଲା । ଡୋନାଲ୍ଡ ଟ୍ରମ୍ଫ ସେତେବେଳେ ଦାବି କରିଥିଲେ କି ୨୦୨୦ ରାଷ୍ଟ୍ରପତି ନିର୍ବାଚନ ସମୟରେ ମତଦାତାଙ୍କ ମଧ୍ୟରେ ବଡଧରଣର ଭ୍ରମ ସୃଷ୍ଟି କରାଯାଇଥିଲା । ଏହାପରେ ଫେସବୁକ ଡୋନାଲ୍ଡ ଟ୍ରମ୍ଫଙ୍କ ଏହି କଥା ଉପରେ ହିଂସାକୁ ଉସକାଇବା ଅଭିଯୋଗରେ ତାଙ୍କ ଆକାଉଣ୍ଟକୁ ବ୍ୟାନ କରିଦେଇଥିଲା । ଟୁଇଟର ବି ଡୋନାଲ୍ଡ ଟ୍ରମ୍ଫଙ୍କ ଉପରେ ପ୍ରତିବନ୍ଧକ ଲଗାଇ ଦେଇଥିଲା । ଏବେ ଏଲନ ମସ୍କ ଟୁଇଟର ଅଧିଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ଫଙ୍କ ଆକାଉଣ୍ଟକୁ ପୁଣିଥରେ ଆକ୍ଟିଭ କରି ଦିଆଯାଇଥିଲା । ହେଲେ ଏବେ ପର୍ଯ୍ୟନ୍ତ ଟ୍ରମ୍ଫ କୌଣସି ଟୁଇଟ କରି ନାହାନ୍ତି । ବରଂ ସେ ତାଙ୍କର ନିଜସ୍ୱ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri