Posted inଜାତୀୟ

ପୂର୍ବରୁ ଥିଲା ଆତଙ୍କବାଦ କେନ୍ଦ୍ର, ଏବେ ପାଲଟିଛି ପର୍ଯ୍ୟଟନସ୍ଥଳୀ…

ଶ୍ରୀନଗର,୫।୧୦ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଦୀର୍ଘବର୍ଷ ଧରି ଜମ୍ମୁ-କଶ୍ମୀରର ଅନେକ ସହର ଆତଙ୍କବାଦର କେନ୍ଦ୍ର ପାଲଟିଥିଲା।, କିନ୍ତୁ ଧୀରେ ଧୀରେ ବର୍ତ୍ତମାନ ସେସବୁ ପର୍ଯ୍ୟଟନସ୍ଥଳୀରେ ପରିଣତ ହୋଇଛି। ଶାହା କହିଛନ୍ତି ଯେ ଆତଙ୍କବାଦ ବିରୋଧରେ କେନ୍ଦ୍ରର ଭାଜପା ସରକାର ନୀତି ସ୍ପଷ୍ଟ କରିଛନ୍ତି।

ଆତଙ୍କବାଦ ଉପରେ ଆକ୍ରମଣ ପାଇଁ ସେନା ସମେତ ଅନେକ ସୁରକ୍ଷା ଏଜେନ୍ସିକୁ ମୁକ୍ତ ଭାବେ କାର୍ଯ୍ୟ କରିବାକୁ ଅଧିକାର ପ୍ରଦାନ କରାଯାଇଛି। ଆତଙ୍କବାଦୀଙ୍କ ଠାରୁ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସୁରକ୍ଷା ଯୋଗାଇବା ସରକାରଙ୍କ ପ୍ରାଥମିକତା।

ବୁଧବାର ଜମ୍ମୁ-କଶ୍ମୀରର ବାରାମୁଳାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଶାହା ଏଭଳି କହିଛନ୍ତି । ଗତ କିଛି ବର୍ଷ ମଧ୍ୟରେ ସୀମା ଆରପାର୍ଶ୍ୱରୁ ଆତଙ୍କବାଦୀଙ୍କ ଅନୁପ୍ରବେଶରେ ହ୍ରାସ ଘଟିଛି। ଶାହା କହିଛନ୍ତି ଯେ ସୀମାରେ ପ୍ରବେଶ କରୁଥିବା ଆତଙ୍କବାଦୀଙ୍କୁ ଉପଯୁକ୍ତ ଉତ୍ତର ଦେବାକୁ ସୀମାରେ ଥିବା ସୁରକ୍ଷା ଏଜେନ୍ସିମାନଙ୍କୁ ସ୍ବାଧୀନତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri