Posted inଜାତୀୟ

ଝୁମ୍ପୁଡ଼ି ବସ୍ତି ବାସିନ୍ଦାଙ୍କ ଥଇଥାନ ନୀତି ନିର୍ଦ୍ଧାରଣ ଲାଗି ନିର୍ଦ୍ଦେଶ …

ନୂଆଦିଲ୍ଲୀ,୮।୧୨: ରେଳ ଲାଇନ କଡ଼ରେ ଥିବା ଝୁମ୍ପୁଡ଼ି ବସ୍ତି ବାସିନ୍ଦାଙ୍କ ଥଇଥାନ ଲାଗି ନୀତି ନିର୍ଦ୍ଧାରଣ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପଞ୍ଜାବ ଏବଂ ହରିୟାଣାରେ ବାସ କରୁଥିବା ଝୁମ୍ପୁଡ଼ି ବାସିନ୍ଦାଙ୍କ ଲାଗି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ଶୀର୍ଷକୋର୍ଟ କେନ୍ଦ୍ର ସରକାରଙ୍କୁ କହିଛନ୍ତି। ଏଭଳି ସମସ୍ୟା ସାରା ଭାରତରେ ଲାଗି ରହିଛି ବୋଲି ବିଚାରପତି ଏ.ଏମ୍‌. ଖାନଓ୍ବିଲକରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି। ଏହାର ସମାଧାନ ଲାଗି ଥଇଥାନ ନୀତି ଅପରିହାର୍ଯ୍ୟ ହୋଇ ପଡ଼ିଛି।

ଖଣ୍ଡପୀଠ ଏନେଇ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କର ସହାୟତା ଲୋଡ଼ିଛନ୍ତି। ଏହି ପ୍ରସଙ୍ଗ ଜନହିତ ସହ ଜଡ଼ିତ। ମାତ୍ର ଏହାର ସମାଧାନ ପାଇଁ ନିଗମ, ରାଜ୍ୟ ଏବଂ ରେଳ ବିଭାଗ ପକ୍ଷରୁ ପଦକ୍ଷେ ଗ୍ରହଣରେ ଅବହେଳା ପ୍ରଦର୍ଶନ କରାଯାଉଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ସୋଲିସିଟର ଜେନେରାଲ ଏନେଇ କହିଛନ୍ତି ଯେ, ରେଳମନ୍ତ୍ରୀ ଏବଂ ଅନ୍ୟ ଉଚ୍ଚ ଅଧିକାରୀଙ୍କ ସହିତ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଡିସେମ୍ବର ୧୪ ସୁଦ୍ଧା ଖଣ୍ଡପୀଠଙ୍କ ପକ୍ଷରୁ ଏ ସମ୍ପର୍କିତ ସମାଧାନ ଲୋଡ଼ା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri