ଲାଞ୍ଚ ନେଇ ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ପାଟଣାଗଡ଼,୨୨ା୫(ଡି.ଏନ୍‌.ଏ.): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରେଞ୍ଜ ଲରମ୍ଭା ସେକ୍ସନର ଜଙ୍ଗଲ ବିଭାଗ ଫରେଷ୍ଟର ଭାଗବତ ଦାସ ଓ ଫରେଷ୍ଟ ଗାର୍ଡ ଗୋପାଳ ଗଡ଼ତ୍ୟାକୁ ବଲାଙ୍ଗୀର ଡିଏଫ୍‌ଓ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।

ସୂଚନାରୁ ପ୍ରକାଶ ଯେ, ଲରମ୍ଭା ଫରେଷ୍ଟ ରେଞ୍ଜ ଭରତ ବାହାଳ ଗ୍ରାମର କରୁଣା ମିଶ୍ରଙ୍କ ଟ୍ରାକ୍ଟରକୁ ଗତ ଫେବୃୟାରୀ ୨୨ ତାରିଖରେ ଲରମ୍ଭା ଫରେଷ୍ଟର ଭାଗବତ ଦାସ ଜଙ୍ଗଲରୁ କାଠ ଚୋରି କରୁଥିବା ଅଭିଯୋଗ ଦର୍ଶାଇ ଟ୍ରାକ୍ଟରକୁ ଜବତ କରିବା ସହ ତାଙ୍କ ବଡ଼ ଭାଇ କେଶବ ମିଶ୍ରଙ୍କ ନାଁରେ ମାମଲା ରୁଜୁ କରିଥିଲେ। ପରେ ଉକ୍ତ ଟ୍ରାକ୍ଟରକୁ ଛାଡ଼ିଦେବା ପାଇଁ ଚାର୍ଜଶିଟ୍‌କୁ କୋହଳ କରିବାକୁ ଫରେଷ୍ଟର ଭାଗବତ ଦାସଙ୍କୁ ୨୦ ହଜାର ଟଙ୍କା ଓ ଫରେଷ୍ଟ ଗାର୍ଡ ଗୋପାଳ ଗଡ଼ତ୍ୟାଙ୍କୁ ୫ ହଜାର ଟଙ୍କା ଲାଞ୍ଚ କରୁଣା ମିଶ୍ର ଦେଇଥିଲେ। ଉକ୍ତ ଲାଞ୍ଚ କାରବାରର ଏକ ଅଡିଓ ଭାଇରାଲ ହୋଇଥିଲା ଏହି ଅଡିଓ ଆଧାରରେ ବଲାଙ୍ଗୀର ଡିଏଫ୍‌ଓ ଉଭୟ କର୍ମଚାରୀଙ୍କୁ ତାଙ୍କ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏ ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି: ଏବେ କହୁଛନ୍ତି କଥା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି । ବର୍ତ୍ତମାନ ସେ ଧୀରେ ଧୀରେ କଥା କହିବା ଆରମ୍ଭ କଲେଣି ।...

ଏପ୍ରିଲ ୮ରୁ ଓଡ଼ିଶା ଅଳଙ୍କାର ପ୍ରଦର୍ଶନୀ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଓଡ଼ିଶା ଜୁଏଲରୀ ଆସୋସିଏଶନ୍‌ (ଓଜେଏ) ଓ କେଏନ୍‌ସି ସର୍ଭିସ୍‌ର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଓଡ଼ିଶା ଅଳଙ୍କାର ପ୍ରଦର୍ଶନୀ ଆୟୋଜିତ...

ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ : ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇବା ଉଦ୍ୟମ

ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଦେଇ ଯାଇଥିବା ୫୭ନଂ. ଜାତୀୟ ରାଜପଥ-୫୭ରେ ଗୁରୁବାର ଜଣେ ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ଚାଳକଙ୍କ ବେପାରୁଆ ଗାଡ଼ି...

ବାସିଖାଦ୍ୟ ଖାଇ ଜଣେ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ/ସିମୁଳିଆ,୩ା୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଦଧିବାମନପୁର ଗ୍ରାମରେ ବାସିଖାଦ୍ୟ ଖାଇ ୬ଜଣଙ୍କ ମଧ୍ୟରୁ ଜଣେ ଭଦ୍ରକ ମେଡିକାଲରେ ମୃତ୍ୟୁ ହୋଇଥିବା ବେଳେ ୫...

ଭାରତ ବନ୍ଦ ପ୍ରଭାବରେ ଦାରିଙ୍ଗବାଡ଼ି ଠପ୍‌

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ): ଭାରତ ସରକାରଙ୍କ ନୂଆ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା...

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭...

ଏସ୍‌ସିବିରେ ଖୁବ୍‌ଶୀଘ୍ର ହେବ ଯକୃତ ପ୍ରତିରୋପଣ

କଟକ ଅଫିସ,୩୦ା୯: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଖୁବ୍‌ଶୀଘ୍ର ଯକୃତ ପ୍ରତିରୋପଣ ଆରମ୍ଭ ହେବ। ଏଥିପାଇଁ ରୋଗୀଙ୍କୁ ଦେୟ ଦେବାକୁ ପଡ଼ିବ ନାହିଁ। ସମ୍ପୂର୍ଣ୍ଣ ସରକାରୀ...

ପୋଲିସ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା

ବୁଗୁଡ଼ା,୮।୪: ରାଜ୍ୟ ତଥା ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ପାଇଁ ବୁଧବାର ବୁଗୁଡ଼ା...

Advertisement
Archives

Model This Week