ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍‌ଓଙ୍କୁ ଜେରା କଲେ ଏସ୍‌ଡିପିଓ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍‌ଓଙ୍କ ସଂପୃକ୍ତି ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ ପ୍ରିୟଙ୍କା ସୁବୁଦ୍ଧି ଓ ଭାଇ ରବି। ଏହାକୁ ନେଇ ସେମାନେ ଭବାନୀପାଟଣା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ କୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିବା ପରେ ଶୁକ୍ରବାର ଭବାନୀପାଟଣା ଟାଉନ ଥାନାରେ ହାଜର ହୋଇଛନ୍ତି ଡିଏଫ୍‌ଓ ଦେବେନ୍ଦ୍ର କୁମାର ବେହେରା। ପ୍ରିୟଙ୍କାଙ୍କ ଅଭିଯୋଗକୁ ଆଧାର କରି ଭବାନୀପାଟଣା ସଦର ଏସ୍‌ଡିପିଓ ସୁନାରାମ ହେମ୍ବ୍ରମ ଡିଏଫ୍‌ଓ ବେହେରାଙ୍କୁ ୪ରୁ ୫ ଘଣ୍ଟା ଧରି ଜେରା କରିଥିବା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ୬ଦିନ ତଳେ ତଦନ୍ତ ଦାୟିତ୍ୱରେ ଥିବା ସିସିଏଫ୍‌ ଜାରିଙ୍ଗ ହାଇଟେକ ନର୍ସରୀକୁ ତଦନ୍ତ କରିବାକୁ ଆସିଥିଲେ। ଏହି ସମୟରେ ସେ ସ୍ଥାନୀୟ ଗାର୍ଡ, ଫରେଷ୍ଟରଙ୍କ ସହ ଆଲୋଚନା କରିବା ସହ କାଗଜପତ୍ର ମଧ୍ୟ ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?