Posted inଜାତୀୟ

ହ୍ବାଟ୍ସଆପ୍‌ ଚାଟ୍‌ରୁ ମିଳିଲା ସୁରାକ

ମୁମ୍ବାଇ, ୨୦।୧୦: ଆର୍ୟନ ନିୟମିତ ଭାବେ ଡ୍ରଗ୍ସ କାରବାରରେ ସମ୍ପୃକ୍ତ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାଟ୍‌ରୁ ଜଣାପଡ଼ିଛି। ତେଣୁ ସେ ଜାମିନରେ ଗଲେ ଏଭଳି ଅପରାଧ ଯେ କରିବେ ନାହିଁ, ତାହା କୁହାଯାଇପାରିବ ନାହିଁ ବୋଲି ବିଚାରପତି ଭି.ଭି. ପାଟିଲ କହିନ୍ତି। ନିଶା ଯୋଗାଣକାରୀ ଓ ବିକ୍ରେତାଙ୍କ ସହ ଆର୍ୟନଙ୍କ ନିବିଡ଼ ସମ୍ପର୍କ ରହିଥିବା ପ୍ରମାଣ ଉପସ୍ଥାପନ କରାଯାଇଛି। ଯଦିଓ ଚଢ଼ାଉ ବେଳେ ଆର୍ୟନଙ୍କଠାରୁ ଡ୍ରଗ୍ସ ମିଳି ନ ଥିଲା, ତେବେ ତାଙ୍କ ବନ୍ଧୁ ଅର୍ବାଜ ମର୍ଚାଣ୍ଟଙ୍କ ପାଖରୁ ୬ ଗ୍ରାମ ଚରସ ମିଳିଥିଲା, ଯାହା ଆର୍ୟନଙ୍କୁ ଜଣାଥିଲା ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବିଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri