ମିଳିଲା ନିଖୋଜ ପୂର୍ବତନ ବିଧାୟକଙ୍କ ସନ୍ଧାନ

ଗଞ୍ଜାମ,୧୭।୫(ଡି.ଏନ୍‌.ଏ.): ନିଖୋଜ ଥିବା ପୂର୍ବତନ ବିଧାୟକ ସରୋଜ ପାଢ଼ୀଙ୍କ ଠିକଣା ମିଳିଛି। ରାମେଶ୍ବରମରେ ଥିବା ନେଇ ପରିବାର ଲୋକଙ୍କୁ ନିଜେ ସୂଚନା ଦେଇଛନ୍ତି। ବ୍ୟସ୍ତ ବିବ୍ରତ ନ ହେବା ପାଇଁ ସେ କହିଛନ୍ତି । ପରିବାର ଲୋକଙ୍କ ସୂଚନା ପରେ ପୋଲିସ ଟିମ ରାମେଶ୍ବରମ ଯିବ।
ସୂଚନାନୁସାରେ, ଗତ ୧୨ ତାରିଖରୁ ସରୋଜ ନିଖୋଜ ଥିବା ନେଇ ଭୁବନେଶ୍ବର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିଲା । ଘରୁ ବାହାରକୁ ଯାଇ ଆଉ ଫେରି ନ ଥିବା ସେ ଅଭିଯୋଗ କରିଥିଲେ । ତାଙ୍କୁ ବାରମ୍ବାର ମୋବାଇଲରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ଫୋନ ସୁଇଚ୍‌ ଅଫ ଥିବା ସେ କହିଥିଲେ । ସରୋଜ ୨୦୦୪ରେ ସ୍ବାଧୀନ ଭାବେ ଲଢିବା ସହ ବିଜେଡିର ସହଯୋଗୀ ସଦସ୍ୟ ଭାବେ ଆସକାରୁ ବିଧାୟକ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri