ହଦଗଡ଼ ଅଭୟାରଣ୍ୟରୁ ମିଳିଲା ହାତୀ ମୃତଦେହ

କେନ୍ଦୁଝର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ହଦଗଡ଼ ରେଞ୍ଜର କାଠକଟା ଜଙ୍ଗଲରୁ ଏକ ଅଣ୍ଡିରା ହାତୀର ମୃତଦେହ ଜବତ ହୋଇଛି। ହାତୀର ବୟସ ପାଖାପାଖି ୩୦ ବର୍ଷ ହେବ। ଏହା ହଦଗଡ ଅଭୟାରଣ୍ୟ ମଧ୍ୟରେ ରହିଛି। ଦୁଇ ଅଣ୍ଡିରା ହାତୀ ମଧ୍ୟରେ ଲଢ଼େଇ ଯୋଗୁ ଏଭଳି ଅଘଟଣ ଘଟିଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚତ୍ ଅନୁସନ୍ଧାନ ଆରମ୍ଭ କରିଛନ୍ତି। ହାତୀଟି ଉଚ୍ଚ ସ୍ଥାନରୁ ତଳକୁ ଖସିପଡ଼ିଛି। ଆଜି ଏହାର ବ୍ୟବଚ୍ଛେଦ କରାଯିବ ବୋଲି ଡିଏଫ୍‌ଓ ଅଜିତ ଶତପଥୀ ସୂଚନା ଦେଇଛନ୍ତି। ତିନି ଦିନ ପୂର୍ବରୁ ଏହି ଅଘଟଣ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri