ସୋନମ କପୁର ସ୍ବାମୀଙ୍କ ସମ୍ପତ୍ତି ଜାଣିଲେ…

ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ସେମାନଙ୍କ ଜୀବନସାଥୀ ଫିଲ୍ମ ଇଣ୍ଡଷ୍ଟ୍ରି ବାହାରେ ବାଛିଛନ୍ତି। ଆଉ ସେମାନଙ୍କ ସ୍ବାମୀ କୋଟିକୋଟି ଟଙ୍କର ମାଲିକ । ସେମାନଙ୍କ ମଧ୍ୟରୁ ସୋନମ କପୁର ଅନ୍ୟତମ।
ତେବେ ଜାଣନ୍ତୁ ସୋନମଙ୍କ ସ୍ବାମୀ କ’ଣ କରନ୍ତି। ତାଙ୍କର ସମ୍ପତ୍ତି ସମ୍ପର୍କରେ…
ଅନୀଲ କପୁରଙ୍କ ଝିଅ ସୋନମ ଜଣେ ସଫଳ ବଲିଉଡ ଅଭିନେତ୍ରୀ। ସୋନମ କପୁର ଆନନ୍ଦ ଅହୁଜାଙ୍କୁ ବିବାହ କରିଛନ୍ତି। ଏହି ଦମ୍ପତି ୨୦୧୮ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆନନ୍ଦ ଅହୁଜା ଭେଜ ନନଭେଜ ଏବଂ ଭାନେ ଭଳି ଅନେକ କମ୍ପାନୀର ପ୍ରତିଷ୍ଠାତା । ରିପୋର୍ଟ ଅନୁଯାୟୀ, ଆନନ୍ଦ ଅହୁଜାଙ୍କ ନିଟ୍‌ ମୂଲ୍ୟ ପ୍ରାୟ ୬୫୦ ମିଲିୟନ ଅର୍ଥାତ ୪୭୩୩ କୋଟି ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri