ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ପୁରୀ ଅଫିସ,୨୪ା୧୧: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳ୍ପାନ୍ୟାସ କରିଛନ୍ତି ଗଜପତି ମହାରାଜ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବୁଧବାର ପୂର୍ବାହ୍ନରେ ଗଜପତି ମହାରାଜ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।

ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି  ସବୁଜ ବଳୟ ସୃଷ୍ଟି ହେବା ସହ ଚାରିପାଖେ ଥିବା ମଠ ଏବଂ ମନ୍ଦିରଗୁଡ଼ିକର ପୁନଃବିକାଶ ହେବ। ଭକ୍ତଙ୍କ ସାମଗ୍ରୀ ରଖିବା ପାଇଁ ସ୍ବତନ୍ତ୍ର ଗୃହ, ସୂଚନା ଓ ଦାନ କେନ୍ଦ୍ର କରାଯିବ।

ସେହିପରି ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ରହିବ। ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏଟିଏମ୍‌ ବ୍ୟବସ୍ଥା କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ରୁ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ ପ୍ରକ୍ରିୟା। ପ୍ରାୟ ୯୬ ପ୍ରତିଶତ ଜମି ଅଧିଗ୍ରହଣ କାମ ଶେଷ ହୋଇଛି। ଏଥିପାଇଁ ସ୍ବଇଚ୍ଛାରେ ଜମି ଦେଇଥିଲେ ପୁରୀବାସୀ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ ପ୍ରାୟ ୮ଶହ କୋଟି ଟଙ୍କା ମଞ୍ଜୁର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri