Posted inଜାତୀୟ

ସାଢ଼େ ୨୨ କିଲୋ ଓଜନ ରୁପା ଇଟାରେ ରାମମନ୍ଦିରର ମୂଳଦୁଆ ହେବ ସ୍ଥାପନ…

ଅଯୋଧ୍ୟା, ୨୮।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମମନ୍ଦିରର ଭୂମି ପୂଜନ କରିବେ। ଏହି ସମୟରେ ୨୨ କିଲୋଗ୍ରାମ୍‌ ୬୦୦ ଗ୍ରାମ୍‌ ଓଜନର ରୁପା ଇଟାରେ ମନ୍ଦିରର ମୂଳଦୁଆ ସ୍ଥାପିତ ହେବ। ଏହି ଇଟାର ଆନୁମାନିକ ଦାମ ୧୫ଲକ୍ଷ ୫୯ ହଜାର ଟଙ୍କା ହେବ ବୋଲି କୁହାଯାଉଛି। ପୂର୍ବାହ୍ନ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ ମନ୍ଦିର ପରିସରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ୨୦୦ ଜଣ ଅତିଥି ଉପସ୍ଥିତ ରହିବେ। ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଆତଙ୍କବାଦୀ ଆକ୍ରମଣ ସମ୍ପର୍କିତ ସତର୍କ ସୂଚନା ମିଳିବା ପରେ ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୫.୭ କୋଟି ଲୋକ ଫଙ୍ଗାଲ ସମସ୍ୟାରେ ପୀଡିତ…

ନୂଆଦିଲ୍ଲୀ,୫।୧ : ଦେଶର ୫.୭ କୋଟି ଜନସଂଖ୍ୟା ଗୁରୁତର ଫଙ୍ଗାଲ ସମସ୍ୟାରେ ପୀଡିତ। ଦେଶର ବିଭିନ୍ନ ମେଡିକାଲ ଅନୁଷ୍ଠାନ ଦ୍ୱାରା କରାଯାଇଥିବା ଏକ ସମୀକ୍ଷା ଅଧ୍ୟୟନରେ...

୩ ଭଉଣୀଙ୍କୁ କାମୁଡ଼ିଲା ସାପ, ରାତି ସାରା ଚାଲିଲା ଝଡ଼ାଫୁଙ୍କା; ଆଉ ସକାଳେ…

ରାଞ୍ଚି, ୨୦।୧୦: ଝାଡ଼ଖଣ୍ଡର ସିମଡେଗାଠାରେ ସାପ କାମୁଡ଼ିବା ପରେ ଅନ୍ଧବିଶ୍ୱାସ ହେତୁ ୩ ଭଉଣୀଙ୍କ ଜୀବନ ଚାଲିଯାଇଛି। ରାତିରେ ଚଟାଣରେ ଶୋଇଥିବାବେଳେ ୩ ଭଉଣୀଙ୍କୁ ସାପ...

ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୫ା୪- କରୋନା ସହ ଲଢ଼େଇରେ ମହାରାଷ୍ଟ୍ରକୁ ଅକ୍ସିଜେନ ଦରକାର ଥିବାବେଳେ ସାହାଯ୍ୟର ହାତ ବଢ଼ାଇଛନ୍ତି ମୁକେଶ ଅମ୍ବାନୀ। ରିଲାଏନ୍ସ ରିଫାଇନାରିରୁ ଉତ୍ପାଦିତ ଅକ୍ସଜେନକୁ ମହାରାଷ୍ଟ୍ରକୁ...

ଟିଏମସି ନେତା ସାକେତ ଗୋଖଲେଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୭।୪: ମନି ଲଣ୍ଡରିଂ ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି) ନେତା ସାକେତ ଗୋଖଲେଙ୍କୁ ସୋମବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଦାନ ମାଧ୍ୟମରେ ସଂଗୃହୀତ ପାଣ୍ଠିର...

୨,୩୦୦ ଜଣଙ୍କୁ ସ୍ବଦେଶ ଫେରାଇ ଆଣିଥିଲା ଭାରତ

ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍‌-ଲେବାନନ୍‌ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍‌ ଅଫ୍‌ ଗଭର୍ନାନ୍ସ: ଆନ୍‌ ଇନ୍‌ସାଇଡର୍ସ...

ଟ୍ରାଫିକ୍‌ ନିୟମ ଭାଙ୍ଗିଥିବା ୫୧ ପୋଲିସ ବାବୁଙ୍କୁ ଜରିମାନା

ମିରଟ,୭।୯: ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହୋଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପୋଲିସ ବାବୁମାନେ ମଧ୍ୟ ଏହି ନୂଆ ଆଇନ ଅନୁସାରେ...

ପ୍ରଧାନମନ୍ତ୍ରୀ ଦୌଡ଼ରେ ନାହିଁ: ପାଓ୍ବାର

ପୁଣେ, ୨୪।୫: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ପାଇଁ କାର୍ଯ୍ୟ କରୁଥିବା ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ...

ରାଇନାଙ୍କ ସମ୍ପର୍କୀୟଙ୍କ ସାହାଯ୍ୟ ପାଇଁ ପହଞ୍ଚିଲେ ସୋନୁ ସୁଦ

ଲକ୍ଷ୍ନୌ, ୬ା୫ : ସମ୍ପର୍କୀୟ ମାଉସୀଙ୍କୁ ଅକ୍ସିଜେନ ସିଲିଣ୍ଡର ଯୋଗାଇ ଦେବା ପାଇଁ ଅନୁରୋଧ କରିଥିଲେ ଅବସରପ୍ରାପ୍ତ କ୍ରିକେଟର ତଥା ସିଏସ୍‌କେ ବ୍ୟାଟ୍ସମ୍ୟାନ ସୁରେଶ ରାଇନା।...

Advertisement
Archives

Model This Week