ଜଣେ ବ୍ୟକ୍ତିଙ୍କୁ ମିଳିଛି ୧୧,୦୦୦ ବର୍ଷର କାରାଦଣ୍ଡ, ଜାଣନ୍ତୁ କ’ଣ ଥିଲା ତାଙ୍କ ଅପରାଧ

ଅଙ୍କରା,୯।୯: ଜଣେ ବ୍ୟକ୍ତିଙ୍କୁ ତୁର୍କୀର ଏକ ଅଦାଲତ ୧୦ କି ୧୨ ବର୍ଷ ନୁହେଁ ବରଂ ୧୧୦୦୦ ବର୍ଷର କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ବ୍ୟକ୍ତିଜଣଙ୍କ ହେଉଛନ୍ତି ଫାରୁକ୍‌ ଫାତିହ ଓଜର। ସେ ଜଣେ ହାଇସ୍କୁଲ ଡ୍ରପ୍‌ଆଉଟ୍‌ ହୋଇଥିବା ବେଳେ କ୍ରିପ୍ଟୋକରେନ୍ସି ଏକ୍ସଚେଞ୍ଜ ଥୋଡେକ୍ସର ପ୍ରତିଷ୍ଠାତା। ତେବେ ଅଦାଲତ ତାଙ୍କୁ ଅପରାଧିକ ସଂଗଠନକୁ ଚଳାଇବା, ଜାଲ କାରୋବାର, ମନି ଲଣ୍ଡରିଂ ସହିତ ଅନେକ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିବା ସହ ୧୧,୧୯୬ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ଓଜର ୨୦୧୭ରେ  କମ୍ପାନୀ ଆରମ୍ଭ କରିଥିଲେ। ଏହା ପରେ ତୁର୍କୀର ସବୁଠାରୁ ବଡ଼ କ୍ରିପ୍ଟୋ ଏକ୍ସଚେଞ୍ଜ ମଧ୍ୟରୁ ଗୋଟିଏ ପାଲଟିଥିଲା। ଏପ୍ରିଲ ୨୦୨୧ରେ କାରୋବାର ଜାରି ରଖିବାରେ ସକ୍ଷମ ନ ଥିବା କମ୍ପାନୀ କହିଥିଲା। ଏହାଦ୍ୱାରା ୪୦୦୦୦୦ରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ। ପରେ ଓଜର ଆଲବାନିଆ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri