ଧାନ କାଟି ଖଳାରେ ରଖିଥିଲେ, ନିଆଁ ଲାଗି ପାଉଁଶ ହୋଇଗଲା ୪ ଏକରର ଧାନ; ସହାୟତା ଲାଗି…

ମୋହନା,୧୮।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଚାନ୍ଦିପୁଟ ପଞ୍ଚାୟତ କାଳିଆପଟା ଗାଁ ରେ ଥିବା ଧାନଖଳାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଛି l ଚାଷୀ ତ୍ରିନାଥ ଦଳାଇ ଏବଂ ତାଙ୍କ ଭାଇ ମହେଶ୍ୱର ଦଳାଇ ଧାନ କାଟି ଖଳlରେ ରଖିଥିଲେ l ହଠାତ ଧାନଖଳାରେ ନିଆଁ ଲାଗି ଯାଇଥିଲା। ତ୍ରିନାଥ ନିଆଁ ଲାଗିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ମୋହନା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ନିଆଁ ଆୟତ୍ତ ହେବା ପୂର୍ବରୁ ପ୍ରାୟ ଚାରି ଏକର ଧାନ ପୋଡି ନଷ୍ଟ ହୋଇଯାଇଛି। ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଜଣା ପଡି ନାହିଁ। ତ୍ରିନାଥ ଓ ମହେଶ୍ୱରଙ୍କ ବର୍ଷକର ଆହାର ଏବେ ପାଉଁଶ ହୋଇଯାଇଛି। ଏଣୁ ସେମାନେ ସରକାରଙ୍କ ପକ୍ଷରୁ କିଛି ସହାୟତା ଦେବା ପାଇଁ ପରିବାରଲୋକେ ଗୁହାରୀ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri