Posted inଜାତୀୟ

ଫୁଟ୍‌ବଲ ଷ୍ଟାଡିୟମରେ ଗୋଡ଼େଇ ଗୋଡ଼େଇ ହାଣିଲେ

ବେଙ୍ଗାଲୁରୁ,୧୬।୯: କର୍ନାଟକ ରାଜ୍ୟ ଫୁଟବଲ ଆସୋସିଏଶନ (କେଏସ୍‌ଏଫ୍‌ଏ) ଷ୍ଟାଡିୟମରେ ଗତ ରବିବାର ସନ୍ଧ୍ୟାରେ ଅରବିନ୍ଦ ଓରଫ ଲିଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ଷ୍ଟାଲିନ ଜଣେ ପୁରୁଣା ବେଙ୍ଗାଲୁରୁ ବାସୀନ୍ଦା। ସେ ତାଙ୍କ ସହଯୋଗୀ ଲୁଇସ ଜ୍ୟାକ, ଅରୁଣ କୁମାର ଓ ବିଜୟ କୁମାରଙ୍କ ସହ ମିଶି ଅରବିନ୍ଦଙ୍କୁ ହତ୍ୟା କରିଥିଲେ।

ରବିବାର ସନ୍ଧ୍ୟାରେ ୫ ଜଣିଆ ଗ୍ୟାଙ୍ଗ ଅରବିନ୍ଦଙ୍କୁ ବିବିଏମ୍‌ପି ଗ୍ରାଉଣ୍ଡରେ ଘେରି ଯାଇଥିଲେ। ଜୀବନ ବଞ୍ଚାଇବା ପାଇଁ ଅରବିନ୍ଦ କେଏସ୍‌ଏଫ୍‌ଏ ଫୁଟ୍‌ବଲ ଷ୍ଟାଡିୟମରେ ପଶି ରେଫରିଙ୍କ ରୁମ୍‌ରେ ନିଜକୁ ବନ୍ଦ କରି ଦେଇଥିଲେ। କିନ୍ତୁ ଅଭିଯୁକ୍ତମାନେ କବାଟ ଭାଙ୍ଗି ମାରଣାସ୍ତ୍ରରେ ଅରବିନ୍ଦଙ୍କୁ ହତ୍ୟା କରିଥିଲେ। ଷ୍ଟାଡିୟମରେ ଚାଲିଥିବା ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ ଆରମ୍ଭ ହେବାର କିଛି ମିନିଟ୍‌ ପୂର୍ବରୁ ଘଟିଥିଲା ଏହି ହତ୍ୟାକାଣ୍ଡ୍‌। ଏଥି ଯୋଗୁ ମ୍ୟାଚ୍‌କୁ ବାତିଲ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ବିପତ୍ତି ସମୟରେ ଚୁଲି ଫୁଙ୍କିବା ଦାୟିତ୍ୱ ୩ ବର୍ଷର ଶିଶୁ କନ୍ୟା ଜ୍ୟୋତି ଉପରେ: ସୋସିଆଲ୍‌ ମିଡ଼ିଆରେ ଫଟୋ ଭାଇରାଲ

ରାୟପୁର,୫।୯: ଜଣେ ୩ ବର୍ଷର ଶିଶୁ କନ୍ୟା ବସି ଚୁଲି ଫୁଙ୍କୁଥିବା ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହା ହେଉଛି ଛତିଶଗଡ଼...

୨୭ ରାଜ୍ୟରେ ଓମିକ୍ରନ୍‌…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ...

ଦେଶର ୮୮ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା…

ନୂଆଦିଲ୍ଲୀ, ୨୮।୫ : ଦେଶର ୮୮ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି। ଏ ସମ୍ପର୍କରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ...

ରାହୁଲଙ୍କୁ ସମର୍ଥନ କଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨।୬: ଶିବସେନା(ଉଦ୍ଧବ ଠାକରେ ଗ୍ରୁପ)ର ନେତା ସଞ୍ଜୟ ରାଉତ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମର୍ଥନ କରିଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ଯାହା...

ଆଇଏନ୍‌ଏସ୍‌ ଅରିହନ୍ତରୁ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୫।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତର ଆଣବିକ ଶକ୍ତି ଚାଳିତ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିହନ୍ତରୁ ଶୁକ୍ରବାର ଏକ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷା କରାଯାଇଛି।...

୩୦ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

କଂଗ୍ରେସ ନେତାଙ୍କ ବିବାଦୀୟ ବୟାନ, କହିଲେ ଦେଶକୁ କେବଳ ମୁସଲମାନ ହିଁ ବଞ୍ଚାଇ ପାରିବେ

ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ନିର୍ବାଚନ ପାଇଁ ପ୍ରଚର ଯୋରସୋରରେ ଚାଲିଛି । ନେତାମାନଙ୍କ ଆରୋପ ପ୍ରତ୍ୟାରୋପ ଜାରି ରହିଛି । ଏହି ସମୟରେ ଜଣେ କଂଗ୍ରେସ...

ବୈଶ୍ୱିକ ଲିଙ୍ଗଗତ ବ୍ୟବଧାନ ରିପୋର୍ଟ:୧୩୫ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୪ା୭: ଭାରତରେ ଲିଙ୍ଗଗତ ବ୍ୟବଧାନ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି। ଓ୍ବାଲର୍‌ଡ ଇକୋନୋମିକ ଫୋରମ (ଡବ୍ଲ୍ୟୁଇଏଫ୍‌)ର ଜେଣ୍ଡର ଗ୍ୟାପ୍‌ ରିପୋର୍ଟ-୨୦୨୨ରେ ୧୪୬ ଦେଶ ମଧ୍ୟରୁ ଭାରତ...

Advertisement
Archives

Model This Week