ନନ୍ଦନକାନନରେ ୪ ଦିନରେ ୪ ପକ୍ଷୀ ମୃତ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ନନ୍ଦନକାନନରେ ଲଗାତାର ୪ ଦିନରେ ୪ଟି ପକ୍ଷୀଙ୍କ ମୃତ୍ୟୁ ହୋଇଛି। ମୃତ ପକ୍ଷୀଙ୍କ ମଧ୍ୟରୁ ତିନୋଟି ମୟୂର ଓ ଗୋଟିଏ ମାଟିଆ ଚିଲ ଅଛନ୍ତି। ଭେଟେନାରୀ ପରିସରରେ ଥିବା କ୍ବାରାଣ୍ଟାଇନରେ ରହୁଥିବା ସମସ୍ତ ପକ୍ଷୀଗୁଡିକୁ ସ୍ବତନ୍ତ୍ର କୋଠରୀରେ ରଖାଯାଇ ସେମାନଙ୍କ ଗତିବିଧି ଉପରେ ନଜର ରଖାଯାଉଛି। ଏହି ପକ୍ଷୀମାନଙ୍କ ନମୁନା ସଂଗ୍ରହ କରାଯାଇ ସେଣ୍ଟର ଫର ଓ୍ବାଇଲ୍ଡ ଲାଇଫକୁ ପଠାଯାଇଛି । ରିପୋର୍ଟ ଆସିବା ପରେ କ୍ବାରାଣ୍ଟାଇନରେ ରହୁଥିବା ପକ୍ଷୀଗୁଡିକୁ ଆବଶ୍ୟକ ଚିକିତ୍ସା କରାଯିବ। ଏବେ ସେମାନଙ୍କୁ ରୋଗ ପ୍ରତିରୋଧକ ଓ ଭିଟାମିନ ମେଡିସିନ ଦିଆଯାଉଛି। ଆଶଙ୍କା କରାଯାଉଥିବା ଭୂତାଣୁ ଯେଭଳି ପକ୍ଷୀ ଖୁଆଡମାନଙ୍କୁ ନ ବ୍ୟାପିବ ସେଥିପ୍ରତି କଡ଼ା ନଜର ରଖାଯାଉଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୯।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ‘ବ୍ରହ୍ମୋସ’ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ଏୟାରଭର୍ସନ୍‌ର ପରୀକ୍ଷଣ ସଫଳ ହୋଇଛି। ବୁଧବାର ପୂର୍ବାହ୍ନ ୧୦ଟା...

ଡିସେମ୍ବରରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ : କର୍ଲାମୁଣ୍ଡାରେ ଡ୍ରାଇଭିଂ ଲାଇସେନ୍‌ସ କ୍ୟାମ୍ପ ଦାବି କଲେ ବାସିନ୍ଦା

କର୍ଲାମୁଣ୍ଡା,୨୧।୧୧(ଡି.ଏନ୍‌.ଏ.): ଆସନ୍ତା ଡିସେମ୍ବରରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ। ମାତ୍ର କଳାହାଣ୍ଡି ଜିଲା ସଦରମହକୁମାଠାରୁ ପ୍ରାୟ ୯୦କିମି ଦୂରରେ ଥିବା କର୍ଲାମୁଣ୍ଡା ବ୍ଲକ ପାଇଁ ବର୍ତ୍ତମାନ...

ଜଳପଥରେ ଦୁର୍ଗମ ଗ୍ରାମକୁ ଗଲେ ଉପଜିଲାପାଳ: ସ୍ଥାନାନ୍ତର ହେବେ ୭୫ ଆଦିବାସୀ ପରିବାର

ପାତ୍ରପୁର,୮ା୯(ଡି.ଏନ୍‌.ଏ.)- ବାଘଲଟି ପ୍ରକଳ୍ପ ଆରପଟେ ପାହାଡ଼ ଉପରେ ଥିବା ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତର ଦୁର୍ଗମ ଗ୍ରାମକୁ ରବିବାର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ତହସିଲଦାର...

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

ଭୁବନେଶ୍ୱର,୩।୯(ବ୍ୟୁରୋ): ସ୍ନାତକ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ରେଜଲ୍ଟ ଶୀଘ୍ର ବାହାର କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା...

୪ ଏସିପିଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୨। ୯ (ବ୍ୟୁରୋ):  ଭୁବନେଶ୍ୱର କମିଶନରେଟ ପୋଲିସର ଜୋନ୍‌-୧ ଏସିପି ମାନସ ଗଡ଼ନାୟକ ଓ ଜୋନ୍‌-୪ ଏସିପି ରବୀନ୍ଦ୍ରନାଥ ଶତପଥୀ କରୋନାରେ ଆକ୍ରାନ୍ତ ହୋଇ ହୋମ୍‌...

ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୬।୧: ବରଗଡ଼ରେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର...

ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୧।୫(ବ୍ୟୁରୋ) : ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପୁଣି ଚର୍ଚ୍ଚାକୁ ଆସିଛି। ୨୦୧୭ ଦ୍ୱିତୀୟାର୍ଦ୍ଧରେ ତତ୍କାଳୀନ ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ହୋଇଥିଲା। ଏହା ପରେ ସେହି...

ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ...

Advertisement
Archives

Model This Week