୧୦ ଡିଗ୍ରୀ ତଳେ ରାଜ୍ୟର ୪ ସହର

ଭୁବନେଶ୍ୱର,୧୩ା୧୧: ରାଜ୍ୟରେ ବଢ଼ୁଛି ଶୀତ। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରହିଛି।

ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ ୭.୫ ଏବଂ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରହିଛି। ୧୫ ଡିଗ୍ରୀ ତଳେ ଟ୍ବିନ୍‌ ସିଟିର ରାତ୍ରି ତାପମାତ୍ରା ଥିବାବେଳେ କଟକରେ ୧୪.୬ ଓ ଭୁବନେଶ୍ୱରର ତାପମାତ୍ରା ୧୪.୧ ଡିଗ୍ରୀ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସି ପଡ଼ିଲେ ଧରା: ୧୦ ମାସ ହେଲା କେଟିଏମ୍‌ ଚଢ଼ି ବୁଲୁଥିଲେ, ଧରିପକାଇଲା… 

ଦିଗପହଣ୍ଡି,୯।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁ ଛକରୁ ଗତ ୨୦୨୫ ଜୁଲାଇ ୩୧ ତାରିଖରେ ଏକ କେଟିଏମ ବାଇକ ଚୋରି ଘଟଣାରେ…

ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ୍‌, ହାଇକୋର୍ଟଙ୍କ ଅସନ୍ତୋଷ ପରେ…

ଭୁବନେଶ୍ୱର,୯ା୫: ରାଜଧାନୀ ଭୁବନେଶ୍ୱର ପୁରୁଣା ଏୟାରପୋର୍ଟ ରୋଡ୍‌ରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ କରାଯାଇଥିବା ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଏବେ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ କଥା କହିଲେ ସାଙ୍ଗ ଓମ୍‌, ଯୁବତୀଙ୍କୁ ମାଡ଼ ମାରିଥିଲେ ହେଲେ…

ଭୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଖୁଲାସ କଲେ ସାଙ୍ଗ ଓମ ପ୍ରକାଶ। ଦୁଇ ଯୁବତୀ ଆଣିଥିବା ଅଭିଯୋଗକୁ ଓମ୍‌ ଖଣ୍ଡନ କରିଛନ୍ତି। ତେବେ…

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ‘ନୂଆ ବସ୍‌’: ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

କୋଲକାତା,୯।୫: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍‌ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି।…

ଭୋଜି ଖାଇ ବର୍ତ୍ତିଆ ଗାଁରେ ଝାଡାବାନ୍ତି; ୮୦ରୁ ଅଧିକ ଆକ୍ରାନ୍ତ, ଗାଁରେ ଡାକ୍ତରୀ ଦଳ

ଖପ୍ରାଖୋଲ, ୯।୫(ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଜାଣନ୍ତୁ କେଉଁ ଜିଲାରୁ କିଏ ପାଇଲେ ଦାୟିତ୍ୱ

ଭୁବନେଶ୍ୱର,୯।୫: ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା କରିଛନ୍ତି।…

ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…

କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri