ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା: ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌

ଭୁବନେଶ୍ୱର,୧୩ା୨: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର ଏବଂ କଟକ କମନ ଇକୋନୋମିକ୍‌ ଜୋନ୍‌ରେ ପରିଣତ ହେବ। ୨୦୨୭ ସୁଦ୍ଧା ଏହି ସହରଗୁଡ଼ିକୁ କମନ ଇକୋନୋମିକ ଜୋନ୍‌ କରାଯିବ। ଏହା ପରଠାରୁ ହିଁ ରାଜ୍ୟ ଅର୍ଥନୀତିର ୩୩ ପ୍ରତିଶତ ଆସିବ ବୋଲି ଅନୁ ଗର୍ଗ କହିଛନ୍ତି।

କମନ ଇକୋନୋମିକ୍ ଜୋନ୍ ହେଉଛି ଏକ ଆନ୍ତର୍ଜାତିକ ଚୁକ୍ତି କିମ୍ବା ଅଞ୍ଚଳ ଯେଉଁଠାରେ ଏକାଧିକ ଦେଶ ମିଶି ଏକ ସାଧାରଣ ଅର୍ଥନୈତିକ କ୍ଷେତ୍ର ଗଠନ କରନ୍ତି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସେହି ଦେଶମାନଙ୍କ ମଧ୍ୟରେ ପଣ୍ୟ, ସେବା, ପୁଞ୍ଜି ଏବଂ ଶ୍ରମର ମୁକ୍ତ ଚଳାଚଳ ସୁନିଶ୍ଚିତ କରିବା।
Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri