ଓଡ଼ିଶାରେ ପ୍ରତିଷ୍ଠା ହେବ ୪ ବାଣିଜି୍ୟକ କୋର୍ଟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ୪ଟି ବାଣଜି୍ୟକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣଜି୍ୟକ ମାମଲାଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲ କୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ର ଉପଧାରା(୧)ର କ୍ଷମତା ପ୍ରୟୋଗକରି ଧାରା ୧୦ ଓ ବାଣିଜି୍ୟକ କୋର୍ଟ ଅଧିନିୟମ ୨୦୧୫ର ଧାରା ୩ ର ପଠନ ସହିତ ଏବଂ ବିଧା ବିଭାଗର ଅଧିସୂଚନା ସଂଖ୍ୟା ୧୨୬୪୦, ବିଧି ତା୨୬.୧୦.୨୦୧୭ର ଅଧିକ୍ରମଣରେ ରାଜ୍ୟ ସରକାର ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସୁପାରିଶ ଏବଂ ପରାମର୍ଶକ୍ରମେ କଟକ ସଦର, ଭୁବନେଶ୍ୱର, ବ୍ରହ୍ମପୁରରେ ଓ ସମ୍ବଲପୁରଠାରେ ୪ଟି ସିଭିଲ୍‌ ଜଜ୍‌( ସିନିୟର ଡିଭିଜନ୍‌) କୋର୍ଟ ପ୍ରତିଷ୍ଠା କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏହା ବର୍ତ୍ତମାନ ବିଦ୍ୟମାନ ଥିବା ସେହି କୋର୍ଟ ଗୁଡିକ ସହିତ ପ୍ରତିଷ୍ଠିତ ହେବ। ଏହି ବାଣଜି୍ୟକ କୋର୍ଟଗୁଡିକର ସ୍ଥାନୀୟ ସୀମା ଯଥାକ୍ରମେ କଟକ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଏବଂ ଖୋର୍ଦ୍ଧା ଓ ଗଞ୍ଜାମ, କନ୍ଧମାଳ, ବୌଦ୍ଧ ଏବଂ ଗଜପତି ଜଜସିପଗୁଡିକର ଅଧିକାରିତାରେ ସୀମିତ ରହିବ ବୋଲି ମନ୍ତ୍ରୀ ଜେନା ପ୍ରକାଶ କରିଛନ୍ତି। ଏ ନେଇ ବିଧି ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri