ବାଂଲାଦେଶର ୪ଟି ଅଞ୍ଚଳରେ ବୋମା ବିସ୍ଫୋରଣ, ୬ଟି ବୋମାକୁ ନିଷ୍କ୍ରୟ କଲା ଟିମ୍‌

ଢାକା,୩୦।୭: ବାଂଲାଦେଶର ୪ଟି ଇଲାକାରେ ବିସ୍ଫୋରଣ ହୋଇଛି। ରାଜଧାନୀ ଢାକା ସହରର ମୁଖ୍ୟ ବଜାର ଅମିନାବଜାର ଏବଂ ସାଭରରେ ୪ଟି ବିସ୍ଫୋରଣ ଘଟିଛି। ଏଥିସହ ଢାକା ପୋଲିସ ୬ଟି ବୋମାକୁ ଉଦ୍ଧାର କରି ନିଷ୍କ୍ରିୟ କରିଛନ୍ତି।

ସୂଚନା ଅନୁଯାୟୀ, ଶନିବାର ରାତି ପ୍ରାୟ ୨ଟା ସମୟରେ ଆମିନା ବଜାରର ପେଟ୍ରୋଲ ପମ୍ପ ସମ୍ମୁଖରେ ବୋମା ବିସ୍ଫୋରଣ ଘଟିଥିଲା। ସୂଚନା ପାଇବା ମାତ୍ରେ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା। ଅଧିକାରୀମାନେ ଘଟଣାସ୍ଥଳରେ ଆହୁରି ୬ଟି ବୋମାକୁ ନିଷ୍କ୍ରିୟ କରିଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ସାଇଫୁଲ ଇସଲାମ କହିଛନ୍ତି, ଅପରାହ୍ନରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଥିବା ତିନି ମହଲା କୋଠା ନିକଟରେ ଏକ ଭ୍ୟାନ ଆସିଥିଲା। ଭ୍ୟାନ ଏଠାରେ ଗୋଟିଏ ସେକେଣ୍ଡ ପର୍ଯ୍ୟନ୍ତ ମଧ୍ୟ ଅଟକି ନ ଥିଲା ଏବଂ ଚଳନ୍ତା ଗାଡିରୁ ସେମାନେ କିଛି ବ୍ୟାଗକୁ ରାସ୍ତା କଡ଼ରେ ଫିଙ୍ଗିଦେଇ ଚାଲିଯାଇଥିଲେ। ଏହାର କିଛି ସମୟ ପରେ ଏଠାରେ ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?