ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ ୪ଟି ଛେଳି ଚୋରି ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତିି । ସୂଚନା ଅନୁଯାୟୀ, ଗୁଳୁଦିପଶି ଗ୍ରାମର ଜଗନ୍ନାଥ ବାରିକ ତାଙ୍କର ପୁଅ ସାଙ୍ଗରେ ରଥଯାତ୍ରା ଦେଖିବା ପାଇଁ ପୁରୀକୁ ଯାଇଥିବାବେଳେ ଘରେ ତାଙ୍କର ସ୍ତ୍ରୀ ଏକୁଟିଆ ରହିଥିଲେ । ରାତିରେ ଖାଇ ସାରି ଜଗନ୍ନାଥଙ୍କ ସ୍ତ୍ରୀ ଘରେ ଶୋଇଥିବା ସମୟରେ ଦୁବୃର୍ତ୍ତମାନେ ଆସି ବାହାର ପଟୁ ଜଗନ୍ନାଥଙ୍କ ସ୍ତ୍ରୀଙ୍କୁ ଶିକୁଳି ମାରି ଦେଇ ଘର ଭିତରେ ଥିବା ୨ଟି ଖାସି ସହିତ ଦୁଇଟି ମାଇ ଛେଳିକୁ ନେଇ ଫେରାର୍‌ ହୋଇଯାଇଛନ୍ତି।ଶୁକ୍ରବାର ସକାଳେ ଜଗନ୍ନାଥଙ୍କ ସ୍ତ୍ରୀ ଉଠିଦେଖିଲା ବେଳକୁ ତାଙ୍କର ଛେଳି ଗୁହାଳ ଘର ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ସେ ଶୁକ୍ରବାର ପାଟଣା ଥାନାକୁ ଆସି ଛେଳି ଚୋରି ହୋଇଥିବା ନେଇ ଲିଖିତ ଅଭିଯୋଗ କରିଛନ୍ତି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri