Posted inଜାତୀୟ

ଆତଙ୍କବାଦୀଙ୍କ ଆକ୍ରମଣରେ ୫ ଯବାନ ଶହୀଦ, ୫ ଗୁରୁତର, ଜାରି ରହିଛି ଗୁଳି ବିନିମୟ

ନୂଆଦିଲ୍ଲୀ,୮।୭: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଆତଙ୍କବାଦୀମାନେ ସେନା ଗାଡି ଉପରକୁ ଗୁଳି ଚଳାଇବା ସହ ଗ୍ରେନେଡ ଫିଙ୍ଗି ଆକ୍ରମଣ କରିଛନ୍ତି। ଯେଉଁଥିରେ ୫ ଜଣ ଯବାନ ଶହୀଦ ଏବଂ ୫  ଜଣ ଆହତ ହୋଇଛନ୍ତି। ବର୍ତ୍ତମାନ ଆତଙ୍କବାଦୀ ଏବଂ ଭାରତୀୟ ସେନାର ମୁକାବିଲା ଜାରି ରହିଛି। ଏହା ସହିତ ସେନା ଏକ ବଡ଼ ଧରଣର ସର୍ଚ୍ଚ ଅପରେଶନ ଆରମ୍ଭ କରିଛି।

ଏହି ପ୍ରସଙ୍ଗରେ ସୂଚନା ପ୍ରଦାନ କରି ଜଣେ ପ୍ରତିରକ୍ଷା ଅଧିକାରୀ କହିଛନ୍ତି, କଠୁଆର ମାଚେଡି ଅଞ୍ଚଳରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଭାରତୀୟ ସେନାର ୫ ଜଣ ଯବାନ ଶହୀଦ ହୋଇଥିବା ୫ ଜଣ ଆହତ ହୋଇଛନ୍ତି। ଏହି ଏନକାଉଣ୍ଟର ଚାଲିଛି। ଅଧିକାରୀ କହିଛନ୍ତି ଯେ ପ୍ରାରମ୍ଭିକ ଆକ୍ରମଣରେ ଆତଙ୍କବାଦୀମାନେ ଗ୍ରେନେଡ ଫିଙ୍ଗିଥିଲେ ଏବଂ ପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଏହି ଦିନ ଆକ୍ରମଣ କରିବ ଆମେରିକା, ପୂର୍ବତନ CIA ଅଧିକାରୀ କହିଲେ…

ତେହରାନ,୨୨ା୨: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଟ୍ରମ୍ପଙ୍କ ଧମକ ପରେ ଇରାନ ଏହାର ଜାତିସଂଘ ମିଶନ ମାଧ୍ୟମରେ ଏକ ଚେତାବନୀ ଜାରି କରିଛି,…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri