ଆମେରିକାର ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ୪ ଭାରତୀୟ ବଂଶୋଦ୍ଭବ

ନ୍ୟୁୟର୍କ,୧୧।୭: ଆମେରିକାର ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ୪ ଭାରତୀୟ ବଂଶୋଦ୍ଭବ ରହିଛନ୍ତି। ଫୋବର୍ସ ପକ୍ଷରୁ ପ୍ରକାଶିତ ୧୦୦ ଆମେରିକୀୟ ସବୁଠୁ ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ଭାରତୀୟ-ଆମେରିକୀୟ ଜୟଶ୍ରୀ ଉଲାଲ, ଇନ୍ଦ୍ର ନୁୟି, ନେର୍ଜା ସେଠୀ ଏବଂ ନେହା ନରଖେଡେଙ୍କ ନାମିତ ହୋଇଛନ୍ତି। ସେମାନଙ୍କର ମୋଟ ସମ୍ପତ୍ତି କୋଟି କୋଟି ଡଲାରରେ ଅଛି। ସମସ୍ତ ଚାରିଜଣ ମହିଳା ଆମେରିକାର ସଫଳ ଉଦ୍ୟୋଗୀ, କାର୍ଯ୍ୟନିର୍ବାହୀ ଏବଂ ଏଣ୍ଟରଟେନରଙ୍କ ତାଲିକାରେ ସାମିଲ ହୋଇଛନ୍ତି।
ଜୟଶ୍ରୀ ଉଲାଲ କମ୍ପ୍ୟୁଟର ନେଟୱାର୍କିଂ ସଂସ୍ଥା ଆରିସ୍ତା ନେଟୱାର୍କର ସଭାପତି ତଥା ସିଇଓ ହୋଇଥିବାବେଳେ ନୀରଜା ସେଠୀ ଆଇଟି କନ୍ସଲ୍ଟିଂ ଏବଂ ଆଉଟସୋର୍ସିଂ ଫାର୍ମ ସିଣ୍ଟେ ଏବଂ କ୍ଲାଉଡ କମ୍ପାନୀ କନଫ୍ଲୁଏଣ୍ଟର ସହ-ପ୍ରତିଷ୍ଠାତା ଅଟନ୍ତି। ନେହା ନରଖେଡେ ଏବଂ ପେପସିକୋର ପୂର୍ବତନ ଚେୟାରମ୍ୟାନ ତଥା ସିଇଓ ଇନ୍ଦ୍ରା ନୁୟି ଫୋର୍ବସ ଆମେରିକାର ଧନୀ ଆତ୍ମନିର୍ଭରଶୀଳ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି।
୬୨ ବର୍ଷିୟା ଜୟଶ୍ରୀ ଉଲାଲଙ୍କ ସମ୍ପତ୍ତି ୨.୪ ବିଲିୟନ ଡଲାର ସହିତ ଏହି ତାଲିକାରେ ୧୫ ତମ ସ୍ଥାନରେ ରହିଛି। ସେ କମ୍ପ୍ୟୁଟର ନେଟୱାର୍କିଂ କମ୍ପାନୀ ଆରିସ୍ତା ନେଟୱାର୍କରେ ସିଇଓ ଭାବରେ ୨୦୦୮ରେ ଯୋଗ ଦେଇଥିଲେ। ବର୍ତ୍ତମାନ କମ୍ପାନୀ ୪.୪ ବିଲିୟନ ଡଲାରର ରାଜସ୍ବ ରେକର୍ଡ କରିଛି। ୬୮ ବର୍ଷୀୟ ନୀରଜା ସେଠୀ ୯୯୦ ମିଲିୟନ ଡଲାର ସମ୍ପତ୍ତି ସହିତ ୨୫ ନମ୍ବରରେ ଅଛନ୍ତି। ନେହା ନରଖେଡେ ୫୨୦ ନିୟୁତ ଡଲାରର ସମ୍ପତ୍ତି ସହିତ ଏହି ତାଲିକାରେ ୫୦ ତମ ସ୍ଥାନରେ ରହିଛନ୍ତି। ଇନ୍ଦ୍ରା ନୁୟି ୭୭ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?