ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୪ ଭାରତୀୟ ପର୍ଯ୍ୟଟକଙ୍କ ଜୀବନ

କାଠମାଣ୍ଡୁ,୨୬।୪: ନେପାଳର ଧାଡିଙ୍ଗ ଜିଲାରେ ବସ୍‌-କାର୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୪ ଭାରତୀୟ ପର୍ଯ୍ୟଟକଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଠାକ୍‌ରେ ଅଞ୍ଚଳ ଅନ୍ତର୍ଗତ ପୃଥ୍ବୀ ହାଇଓ୍ବେର ଏହି ଦୁର୍ଘଟଣା ଘଟିଛି। ଭାରତୀୟ ପର୍ଯ୍ୟଟକମାନେ ପୋଖରା ଭ୍ରମଣ କରି କାର୍‌ରେ କାଠମାଣ୍ଡୁ ଫେରୁଥିବା ବେଳେ ବସ୍‌ଟି ଧାଡ଼ିଙ୍ଗ୍‌ରୁ କାଠମାଣ୍ଡୁ ଯାଉଥିଲା। ମୃତକମାନେ ହେଲେ ଉତ୍ତରପ୍ରଦେଶର ବିମଳଚନ୍ଦ୍ର ଅଗ୍ରଓ୍ବାଲ(୪୦), ସାଧନା ଅଗ୍ରଓ୍ବାଲ(୩୫), ସନ୍ଧ୍ୟା ଅଗ୍ରଓ୍ବାଲ (୪୦) ଏବଂ ରାକେଶ ଅଗ୍ରଓ୍ବାଲ (୫୫)। ସେମାନଙ୍କ ବ୍ୟତୀତ ନେପାଳୀ କାର୍‌ ଡ୍ରାଇଭର ଦିଲ୍‌ବାହାଦୁରଙ୍କ ମଧ୍ୟ ମୃତ୍ୟୁ ଘଟିଛି। ସ୍ଥାନୀୟ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ‘ଜିରୋ କାଜୁଆଲ୍ଟି ଓଡ଼ିଶା ମଡେଲ’? ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri