ଷ୍ଟିଲ ମିଲରେ ଭୟଙ୍କର ବିସ୍ଫୋରଣ: ୪ ମୃତ, ୫ ଆହତ

ବେଜିଂ,୨୩।୬: ଉତ୍ତର-ପୂର୍ବ ଚାଇନାର ଏକ ଷ୍ଟିଲ ମିଲରେ ଶୁକ୍ରବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ପରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ଅନ୍ୟପଟେ, ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଲରେ ହୋଇଥିବା ବିସ୍ଫୋରଣ ସମ୍ପର୍କରେ ସୂଚନା ଦେଇ ସହରର ଜରୁରୀକାଳୀନ ପରିଚାଳନା ବ୍ୟୁରୋ କହିଛି ଯେ, ଲିଆଓନିଂ ପ୍ରଦେଶର ୟିଙ୍ଗକୋ ଆଇରନ ଏବଂ ଷ୍ଟିଲ କମ୍ପାନୀ ଲିମିଟେଡଠାରେ ଏକ ବିସ୍ଫୋରଣ ଘଟିଛି। ଯେଉଁଥିପାଇଁ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା ଚାଲିଛି। ବିସ୍ଫୋରଣର କାରଣ ଯାଞ୍ଚ କରାଯାଉଛି। ତେବେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ଉପକରଣ ତ୍ରୁଟି ଯୋଗୁଁ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri