Posted inଜାତୀୟ

ପରିବାରର ୪ ଜଣଙ୍କୁ ହତ୍ୟା କଲେ ସମ୍ପର୍କୀୟ

କୋଲକାତା,୨।୧୨: ପଶ୍ଚିମବଙ୍ଗର ହୁଗ୍‌ଲି ଜିଲା ଅଧୀନ ସିଙ୍ଗୁର ଅଞ୍ଚଳରେ ଗୋଟିଏ ପରିବାରର ୪ ଜଣଙ୍କୁ ଗୁରୁବାର ସକାଳେ ତାଙ୍କର ଜଣେ ସମ୍ପର୍କୀୟ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପତ୍ତି କିମ୍ବା ଟଙ୍କାକୁ ନେଇ ନନ୍ଦବଜାର ଅଞ୍ଚଳର ପଟେଲ ପରିବାରର ୪ ଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଦିନେଶ ପଟେଲ(୫୦), ତାଙ୍କ ସ୍ତ୍ରୀ ଅନସୂୟା(୪୫), ଦିନେଶଙ୍କ ବାପା ମାଭଜି(୮୦) ଏବଂ ପୁଅ ଭାବିକ (୨୩)। ସେମାନଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ସ୍ଥାନୀୟ ଲୋକେ ପୋଲିସ ସହାୟତାରେ ହସ୍ପିଟାଲ ନେଇଥିଲେ। ସେଠାରେ ଦିନେଶ ଓ ତାଙ୍କ ସ୍ତ୍ରୀଙ୍କୁ ମୃତ ଘେଷଣା କରାଯାଇଥିବା ବେଳେ ଏସ୍‌ଏସ୍‌କେଏମ୍‌ରେ ଚିକିତ୍ସିତ ହେଉଥିବା ଅନ୍ୟ ଦୁଇଜଣଙ୍କ ଅପରାହ୍ନରେ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?