ପାଚେରି ଡେଇଁ ୪ ପ୍ରବାସୀ ମାରିଲେ ଚମ୍ପଟ

ପଦ୍ମପୁର,୧୯।୫:(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଳକର ଲକ୍ଷ୍ମୀ ଦାସପୁର ସଂଗରୋଧ କେନ୍ଦ୍ରର ପ୍ରବାସୀ ରହୁଥିଲେ। ତେବେ ପାଚେରି ଡେଇଁ ୪ ଜଣ ଆନ୍ଧ୍ର ଫେରନ୍ତା ଚମ୍ପଟ ମାରିଛନ୍ତି। ଗତ ୧୫ ତାରିଖ ପଢୁଆ ଗ୍ରାମର୪ ଜଣ ଉକ୍ତ କେନ୍ଦ୍ରରେ ରହୁଥିଲେ। ଏ ନେଇ ସରପଞ୍ଚ ବୁଧିରାମ ସେଠୀ ନାୟକାନିଡିହି ଥାନାରେ ୪ ଜଣଙ୍କ ନାମରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ‘ବୁଢ଼ା ସାର୍‌’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ

ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ...

ପାଇପ୍‌ରେ ଆସୁଛି ଦୂଷିତ ପାଣି କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ,୨୬ ।୨-ଢେଙ୍କାନାଳ ପୌରାଞ୍ଚଳର ୫ନଂ. ୱାର୍ଡ ଅଧୀନ ଚାନ୍ଦମାରି ସାହିରେ ଶୁକ୍ରବାର ଦୂଷିତ ପାନୀୟ ଜଳଯୋଗାଣକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହାର...

ପାଟଣାରେ ଅଗ୍ନିକାଣ୍ଡ: ଘରେ କେହି ନ ଥିବା ବେଳେ ଜଳିଗଲା ୨ ବଖରା

ପାଟଣା,୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ଗ୍ରାମରେ ବୁଧବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଦିଲୀପ ମାହାନ୍ତଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ...

ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୭ା୧୦: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍‌ସିଏଚ୍‌) ୱାର୍ଡ...

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା...

ଜମୁଛି ଆଖଡା ଖେଳ

ରେମୁଣା, ୭ା୧୦(ଡି.ଏନ.ଏ.)-ଚଳିତବର୍ଷ ଦୁର୍ଗାଷ୍ଟମୀ ମହାସମାରୋହରେ ପାଳିତ ହୋଇଛି। ପ୍ରତିବର୍ଷ ପରି ଐତିହାସିକ ପାଇକ ଆଖଡା ଖେଳ ଅନୁଷ୍ଠିତ ହୋଇଥିଲା। ମନ୍ଦାରପୁରର ୨ଟି ଖେଳ ସହିତ ମହାବୀର...

ପୌରସଂସ୍ଥା ବାହାରେ କାର୍ଯ୍ୟାଳୟ କ୍ୟାଶବୁକ୍‌: ଆକାଉଣ୍ଟ ଜବତ କଲେ ପିଡି

ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍‌କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ...

ବିଦ୍ୟୁତ ବିଭ୍ରାଟ ନେଇ ବଅଁରପାଳରେ ଉତ୍ତେଜନା ଘଟଣା:୨ କର୍ମଚାରୀ ଅଟକ ପରେ ନୂଆହତା-ମହିଧରପୁର ରାସ୍ତାରୋକୋ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ରବିବାର ସ୍ଥାନୀୟ ଲୋକେ...

Advertisement
Archives

Model This Week