କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ ବେଲପାହାଡ଼ ଜୁନାଡିହି କଲେଜ ପଡାର ବୋଲି ଜଣାପଡ଼ିଛି । ମୃତକ ଜଣକ ରାହୁଲ ମହତ। ଆହତ ଜଣକ ଆକାଶ ସାହୁ। ଆହତ ଯୁବକକୁ ଲଖନପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଝାରସୁଗୁଡ଼ା ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଛି । ଚାରିଜଣ ଅଜଣା ଯୁବକ ଏକ କାର୍‌ରେ ଆସି ରାହୁଲ ଓ ଆକାଶଙ୍କୁ ସଂଘବଦ୍ଧ ହୋଇ ଭୁଜାଲିରେ ଆକ୍ରମଣ କରି ଫେରାର୍‌ ହୋଇଯାଇଥିଲେ । ଖବରପାଇ ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ସେଠାରେ ରାହୁଲଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଝାରସୁଗୁଡା ଏସପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ସହିତ ବ୍ରଜରାଜନଗର ଏସଡିପିଓ, ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?