Posted inଜାତୀୟ

୧୮ ମାସ ପରେ ଆରମ୍ଭ ହେଲା ଜମ୍ମୁ-କଶ୍ମୀରରେ 4G ଇଣ୍ଟରନେଟ ସେବା

ଶ୍ରୀନଗର,୬।୨: ଜମ୍ମୁ-କଶ୍ମୀରରେ 4G ମୋବାଇଲ ଇଣ୍ଟରନେଟ ସେବା ଉପରେ ଲାଗିଥିବା ପ୍ରତିବନ୍ଧକ ଶୁକ୍ରବାର ହଟାଇ ଦିଆଯାଇଛି। ଦୀର୍ଘ ୧୮ମାସ ପରେ ଏହି ସେବା ରାଜ୍ୟରେ ଲାଗୁ ହୋଇଛି। ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ ପାଠପଢାରେ ବ୍ୟାଘାତ ହେଉଥିବାରୁ କେନ୍ଦ୍ର ସରକାର 4G ମୋବାଇଲ ଇଣ୍ଟରନେଟ ସେବା ଚାଲୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମ୍ପର୍କରେ ଜମ୍ମୁ-କଶ୍ମୀର ପ୍ରଶାସନର ମୁଖପାତ୍ର ରୋହିତ କାନସାଲ ଟୁଇଟ କରି ଜଣାଇଛନ୍ତି। ସୂଚନା ଯୋଗ୍ୟ, ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଇଣ୍ଟରନେଟ ସେବାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିଲା। ହେଲେ ୨୦୨୦ ଜାନୁୟାରୀ ୨୫ରେ 2G ସେବା ଚାଲୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବୁଲ୍‌ବୁଲ୍‌’ ତାଣ୍ଡବ: ପଶ୍ଚିମବଙ୍ଗରେ ୮ ମୃତ

କୋଲକାତା,୧୦।୧୧:ପଶ୍ଚିମବଙ୍ଗ-ବାଂଲାଦେଶ ମଝିରେ ସାଗରଦ୍ୱୀପ- ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ବାତ୍ୟା ‘ବୁଲ୍‌ବୁଲ୍‌’। ଏହି ସମୟରେ ପବନର ବେଗ ୧୧୫ରୁ ୧୨୫ କିମି ରହିଥିଲା। ବାତ୍ୟା...

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...

ଅବଦୁଲ୍ଲାଙ୍କ ଉପହାସର ଉତ୍ତର ରଖିଲେ ଜୟା

ରାମପୁର,୨୨।୪: ନିକଟରେ ସମାଜବାଦୀ ପାର୍ଟି(ଏସ୍‌ପି) ନେତା ଆଜମ୍‌ ଖାଁ ଭାଜପା ନେତ୍ରୀ ଜୟାପ୍ରଦାଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇ ଆସିଥିଲେ ଚର୍ଚ୍ଚାକୁ। ଏବେ ତାଙ୍କ...

ଫଶି ରହିଛନ୍ତି ଅନେକ ଯାତ୍ରୀ

ଜଲପାଇଗୁରି(ପଶ୍ଚିମବଙ୍ଗ),୧୪।୧: ପଶ୍ଚିମବଙ୍ଗର ଜଲପାଇଗୁରି ଜିଲାରେ ଘଟିଥିବା ଟ୍ରେନ ଦୁର୍ଘଟଣା ସ୍ଥଳରୁ ଅନେକ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି। ଗୁଆହାଟି-ବିକାନର ଏକ୍ସପ୍ରେସ ଟ୍ରେନର ୧୨ଟି କୋଚ୍‌...

ଗଙ୍ଗା ଆରତିରେ ଯୋଗ ଦେବେ ରାଷ୍ଟ୍ରପତି

ବାରାଣସୀ,୧୦।୩: ବାରାଣସୀର ବିଶ୍ୱପ୍ରସିଦ୍ଧ ଗଙ୍ଗା ଆରତୀରେ ଦେଶବିଦେଶର ଅନେକ ଅତିଥି ଯୋଗ ଦେଇଥାନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗଙ୍ଗା ଆରତିରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି।...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

ଭାଜପାରେ ସାମିଲ ହେବେ କି ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ କଂଗ୍ରେସ ଛାଡି ପାରନ୍ତି ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ସୋସିଆଲ ମିଡିଆରେ ଦେଖିବାକୁ...

ପଶ୍ଚିମବଙ୍ଗ ସମେତ ତିନି ରାଜ୍ୟର ୪୦ ସ୍ଥାନରେ ସିବିଆଇ ଚଢାଉ

ନୂଆଦିଲ୍ଲୀ,୨୮ ।୧୧: ସିବିଆଇ ଦ୍ୱାରା ଶନିବାର ୩ ରାଜ୍ୟର ୪୦ଟି ସ୍ଥାନରେ ଚଢାଉ କରାଯାଉଥିବା ସୂଚନା ମିଳିଛି । ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏଥିରେ କୋଇଲା...

Advertisement
Archives

Model This Week