ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ଆସନ୍ନ ଲଘୁଚାପକୁ ଦୃଷ୍ଟିରେ ରଖି ରୁଲ୍‌କର୍ଭ ନିୟମ ଅନୁସାରେ ହୀରାକୁଦ ଜଳଭଣ୍ଡାରରେ ଜଳପତ୍ତନ ନିମନ୍ତ୍ରଣ ଓ ସୁପରିଚାଳନା ପାଇଁ ଆଗୁଆ ବ୍ୟବସ୍ଥା ସ୍ବରୂପ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଫଳରେ ପ୍ରଥମେ ଶନିବାର ୮ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଥିବାବେଳେ ରବିବାର ପୂର୍ବାହ୍ନରେ ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ମୋଟ୍‌ ୧୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଯଦ୍ବାରା ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଜଳପତ୍ତନ ସଠିକ ଭାବେ ନିୟନ୍ତ୍ରିତ ହୋଇ ବର୍ତ୍ତମାନ ଶେଷ ସୂଚନା ଅନୁସାରେ ଜଳସ୍ତର ୬୨୧.୭୩ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୨ ଲକ୍ଷ ୧୧ ହାଜର ୭୮୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୨୪ ହଜାର ୬୬୫ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସିତ ହେଉଉଛି। ସେଥି ମଧ୍ୟରୁ ୧୨ଟି ସ୍ଲୁଇସ ଗେଟ୍‌ ଜରିଆରେ ମହାନଦୀକୁ ୧ ଲକ୍ଷ ୮୯ ହଜାର ୬୧୨ ଘନଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୨୨.୦୬ ମିଲିମିଟର ଓ ତଳମୁଣ୍ଡରେ ୪.୪୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?