କାୟା ବିସ୍ତାର କରୁଛି ଓମିକ୍ରନ୍‌, ରାଜଧାନୀରେ ୪ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୪ ।୧୨: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନରେ ଆଉ ୪ ଜଣ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଏହାକୁ ନେଇ ରାଜଧାନୀରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏବେ ଜଣେ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଯାଇଥିବା ବେଳେ ଅନ୍ୟମାନେ ଚିକିତ୍ସିତ ଅଛନ୍ତି । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏହି ସୂଚନା ଦେଇଛନ୍ତି । ଏହାକୁ ନେଇ ଏବେ ଦେଶରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି । ରାଜଧାନୀରେ ଏବେ ୨୫କରୋନା ସଂକ୍ରମିତଙ୍କ ସହ ୩ ସନ୍ଦିଗ୍ଧ ଲୋକ ନାୟକ ଜୟପ୍ରକାଶ ନାରାୟଣ ହସ୍ପିଟାଲରେ ଚିକତ୍ସିତ ହେଉଥିବା ଜୈନ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଦୁବେ ଏନକାଉଣ୍ଟର: ଭାଇରାଲ ହେଉଛି ଏହି ଆଇପିଏସ୍‌ ଅଧିକାରୀଙ୍କ ପୁରୁଣା ଟୁଇଟ

ନୂଆଦିଲ୍ଲୀ,୧୦।୭: କାନପୁର ଏନ୍‌କାଉଣ୍ଟର ଘଟଣା ପରେ ମୋଷ୍ଟ ଓ୍ବାଣ୍ଟେଡ୍‌ ବିକାଶ ଦୁବେଙ୍କ ଫେରାର ହେବାଠାରୁ ଆରମ୍ଭ କରି ତାଙ୍କ ଗିରଫଦାରୀ ଓ ଏନ୍‌କାଉଣ୍ଟର ଉପରେ ଏବେ...

ଇଡି ଅଫିସ୍‌ରେ ସୁଶାନ୍ତଙ୍କ ଭଉଣୀ

ମୁମ୍ବାଇ,୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ ସିବିଆଇ ଯାଞ୍ଚ କରୁଛି। ସୋମବାର ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା...

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ମୃତ, ୧୦ ଆହତ

ଲକ୍ଷ୍ନୌ,୫।୫: ଲକ୍ଷ୍ନୌ କେସରଗଞ୍ଜ ସହରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଏକ ଅଟୋ ସହିତ ଡମ୍ପର ଧକ୍କା ହୋଇଛି। ଏଥିରେ ଅଟୋରେ...

ଆମେରିକାରେ ମଣିଷଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପିଲା କରୋନା: ୨ ବିଲେଇ ପଜିଟିଭ୍‌

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି...

ନିର୍ବାଚନ ପୂର୍ବରୁ ବଢ଼ିଲା ଖର୍ଚ୍ଚ ସୀମା

ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା...

କରୋନା ବାୟୁରେ ବ୍ୟାପୁଛି: ପ୍ରମାଣକୁ ସ୍ବୀକାର କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଆଗାମୀ ଦିନରେ ଏହା ସଙ୍କଟ ସୃଷ୍ଟି କରିବା ନିଶ୍ଚିତ ହୋଇଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)...

ଫାଇଦା ଉଠାଉଛନ୍ତି ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆ

ନୂଆଦିଲ୍ଲୀ,୧୩ା୫(ଆଇଏଏନ୍‌ଏସ୍‌): ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆମାନେ ନୋଭେଲ କରୋନା ଭାଇରସ୍‌ ସଙ୍କଟର ଫାଇଦା ଉଠାଇ ଅଧିକ ସକ୍ରିୟ ହୋଇଯାଇଛନ୍ତି ବୋଲି ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)...

Advertisement
Archives

Model This Week