ଜୁଲାଇ ୨୨ରେ ଶପଥ ନେବେ ୪ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ

ଭୁବନେଶ୍ୱର,୧୮ା୭(ବ୍ୟୁରୋ)-ଆସନ୍ତା ୨୨ ତାରିଖରେ ଓଡିଶାରୁ ନବ ନିର୍ବାଚିତ ୪ ଜଣ ରାଜ୍ୟ ସଭା ସଦସ୍ୟ ପାର୍ଲାମେଣ୍ଟର ହାଉସ ଅଫ ଚାମ୍ବରରେ ଶପଥ ଗ୍ରହଣ କରିବେ। ସାମାଜିକ ଦୂରତ୍ୱ ରକ୍ଷା କରି ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ନୂତନ ଭାବେ ନିର୍ବାଚିତ ହୋଇଥିବା ସଦସ୍ୟମାନେ ହେଲେ ସୁବାସ ସିଂ, ସୁଜିତ କୁମାର, ମୁଜିବୁଲ୍ଲା ଖାଁ ଏବଂ ମମତା ମହାନ୍ତ। ଏହି ସଦସ୍ୟମାନେ ୨୦୨୦ ମାର୍ଚ୍ଚରେ ବିଜେଡିରୁ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ।
କରୋନା ସଂକ୍ରମଣ ପାଇଁ ପ୍ରଥମ ଥର ଲାଗି ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ପୂର୍ବରୁ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କୟା ନାଇଡୁ ସଦସ୍ୟମାନଙ୍କୁ ଶପଥ ପାଠ କରାଇବେ। ଜଣେ ସଦସ୍ୟ ପାଇଁ ଜଣେ ମାତ୍ର ଅତିଥିଙ୍କୁ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri