ରାଜଧାନୀର ୪ ବ୍ୟକ୍ତି କରୋନାର ନୂଆ ଷ୍ଟ୍ରେନରେ ପୀଡ଼ିତ

ନୂଆଦିଲ୍ଲୀ,୩୧ ।୧୨: କରୋନା ଭାଇରସ ସଂକ୍ରମଣ କମି କମି ଆସୁଥିବା ବେଳେ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି କରୋନାର ନୂଆ ଷ୍ଟ୍ରେନ୍ । ପ୍ରଥମେ ଏହା ବ୍ରିଟେନରେ ଦେଖା ଦେଇଥିବା ବେଳେ ଧିରେ ଧିରେ ଏହା ଆହୁରି କିଛି ଦେଶକୁ ବ୍ୟାପିବାରେ ଲାଗିଲାଣି । ଦେଶରେ କରୋନାର ନୂଆ ଷ୍ଟ୍ରେନ୍ ପହଞ୍ଚିସାରିଥିବା ବେଳେ ରାଜଧାନୀ ଦିଲ୍ଲୀରେ ପୀଡ଼ିତ ଥିବା ୪ ଜଣ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ସୂଚନା ଦେଇଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ । ଗୁରୁବାର ସେ କହିଛନ୍ତି ଦିଲ୍ଲୀକୁ ଆସିଥିବା ୪ ବିଦେଶ ଫେରନ୍ତା ବ୍ୟକ୍ତିଙ୍କ ନିକଟରେ କରୋନା ନୂଆ ଷ୍ଟ୍ରେନ୍‌୍ ଥିବା ଜଣାପଡିଛି । ଏବେ ଏମାନଙ୍କ ଚିକିତ୍ସା ଆରମ୍ଭ କରାଯାଇଥିବା ବେଳେ ଆଗରୁ ବିଦେଶରୁ ଦେଶକୁ ଫେରିଥିବା ଲୋକଙ୍କୁ ଖୋଜା ଚାଲିଛି । ତେବେ ସ୍ଥିତି ନିୟନ୍ତ୍ରଣରେ ଥିବାରୁ ଲୋକେ ଭୟଭୀତ ନ ହେବାକୁ ସେ କହିଛନ୍ତି । ସୂଚନାଯୋଗ୍ୟ, ବ୍ରିଟେନରେ ପ୍ରଥମ କରି କରୋନାର ନୂଆ ଷ୍ଟ୍ରେନ୍ ଦେଖାଦେବା ପରେ ଏବେ ଭାରତ ସମେତ କିଛି ଦେଶ ବ୍ରିଟେନକୁ ବିମାନ ସେବା ବନ୍ଦ କରି ଦେଇଛନ୍ତି । ଯାହା ଫଳରେ ସଂକ୍ରମଣକୁ ଅନେକାଂଶରେ ରୋକାଯାଇ ପାରିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?