ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ

ଝାରସୁଗୁଡ଼ା,୧୧।୨: ରବିବାର ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଟ୍ରକ ଧକ୍କା ଦେବା ଫଳରେ ୪ ଜଣ ମୃତ୍ୟୁ ବରଣ କରିଥିଲା ବେଳେ ୯ ଜଣ ଗୁରୁତର। ଯାତ୍ରୀଙ୍କୁ ଧରି ବେଲପାହାଡ଼ ଅଭିମୁଖେ ଯାଉଥିବା ବେଳେ ଜାତୀୟ ରାଜପଥ ୪୯ରେ ଏହି ଦୁର୍ଘଟଣା ଘଟିଛି।

ଖବର ଅନୁଯାୟୀ ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନ ଗାଡ଼ିକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି।

ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ତେବେ ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ମଧ୍ଯରେ ୨ ଜଣ ପୁୁରୁଷ ଏବଂ ୨ ଜଣ ମହିଳା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ

ଭୁବନେଶ୍ୱର: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍‌ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ…

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ

ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?