Posted inଜାତୀୟ

ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ

ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି
ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର ଲଗାଣ ବର୍ଷା ଯୋଗୁଁ ଏଭଳି ହୋଇଥିବା ଜଣାପଡ଼ିଛି। ସେହିପରି ଆହୁରି ୪ଜଣ ଫସିଥିବା ସୂଚନା ମିଳିଛି । ସମସ୍ତଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । କିଛି ଦିନ ହେବ ଆସାମରେ ପ୍ରବଳ ବର୍ଷା ଲାଗି ରହିଛି । ଚାରିଆଡ ଜଳମୟ ହୋଇଛି । ଆସାମର ବାମୁନି ମଇଦାନ ଓ ନାଭଗ୍ରହରେ ମଧ୍ୟ ଭୂସ୍ଖଳନ ହୋଇଛି । ମେ’ରେ ହୋଇଥିବା ବନ୍ୟା ପରିସ୍ଥିତି ପାଇଁ୨୭ ଜିଲାର ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri