Posted inଜାତୀୟ

ମୁମ୍ବାଇର କାଂଦିବଲିରେ ଫୁଟିଲା ୪ ରାଉଣ୍ଡ ଗୁଳି: ଜଣେ ମୃତ, ୩ ଆହତ

ମୁମ୍ବାଇ,୧ ।୧୦: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଫୁଟିଛି ଗୁଳି । ହଠାତ୍ ଏମିତି ଘଟିଥିବା ଘଟଣାକୁ ନେଇ ଲୋକେ ଭୟଭିତ ହୋଇଯାଇଛନ୍ତି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଦୁଇ ପକ୍ଷମଧ୍ୟରେ ବିବାଦ କାରଣରୁ ଶୁକ୍ରବାର ରାତି ପ୍ରାୟ ୧୨ଟାରେ ଏହି ଘଟଣା ଘଟିଛି । କୁହାଯାଉଛି କି ମୁମ୍ବାଇର କାଂଦିବାଲି ଅଞ୍ଚଳରେ ୨ ଜଣ ଯୁବକ ବାଇକରେ ଆସି ହଠାତ୍ ଆଖିବୁଜା ଗୁଳି ଚଳାଇଥିଲେ । ଫଳରେ ଜଣଙ୍କ ଦେହରେ ଗୁଳି ବାଜିଥିଲା । ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୩ ଜଣ ଆହତ ହୋଇଥିଲେ । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଏହା ପୁରୁଣା ବିବାଦ ଯୋଗୁ ହୋଇଥିବା ପୋଲିସ ଅନୁମାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା, ରଙ୍ଗବେରଙ୍ଗ ଆଲୋକମାଳା ଝଲସୁଛି କୋରାପୁଟ ସହର

କୋରାପୁଟ,୨୭।୪(ଅମିତାଭ ବେହେରା ): ସୋମବାରଠୁ କୋରାପୁଟ ସହରରେ ଆରମ୍ଭ ହେବାକୁ ଯାଉଛି ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା । ତେଣୁ ମା’ଙ୍କ ପୁଚିଲାସାହିସ୍ଥିତ ଅସ୍ଥାୟୀ ମଣ୍ଡପ ସମେତ…

‘ମୁଁ ବଳାତ୍କାରୀ ନୁହେଁ…’ନିଜ ସହିତ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର ବଡ଼ କାରଣ

ଓ୍ବାଶିଂଟନ,୨୭।୪: ୱାଶିଂଟନ, ଡି.ସି.ରେ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ଏକ ଅସ୍ତ୍ରଶସ୍ତ୍ର ଧରି ଜଣେ ସନ୍ଦିଗ୍ଧ ବ୍ୟକ୍ତି କାର୍ଯ୍ୟକ୍ରମ ଭଙ୍ଗ କରିବାରୁ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା।…

କେନାଲ ପାଣି ବନ୍ଦ ଘୋଷଣା, ଚାଷୀଙ୍କୁ ଫସଲ ରକ୍ଷା ଚିନ୍ତା

ବରଗଡ଼/ଭେଡ଼େନ,୨୭।୪(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ): ବରଗଡ଼ ମୁଖ୍ୟ କେନାଲ ସେଚାଞ୍ଚଳ ଚାଷୀଙ୍କ ଜୀବନ ରେଖା। ହୀରାକୁଦ ଜଳଭଣ୍ଡାରରୁ ବାହାରିଥିବା ଏହି କେନାଲ ଉପରେ କେବଳ ବରଗଡ଼ ନୁହେଁ, ପଡ଼ୋଶୀ…

୧୭୮ ଯାତ୍ରୀଙ୍କୁ ନେଇ ଭୋପାଳ ଯାଉଥିବା ଏୟାର ଇଣ୍ଡିଆ ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ

ମୁମ୍ବାଇ,୨୭।୪: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରୁ ଭୋପାଳ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ରବିବାର (୨୬ ଏପ୍ରିଲ) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁ ରାଜା ଭୋଜ…

ଚକୋଲେଟ କଥା ଛାଡନ୍ତୁ, ଏବେ ଆଇକ୍ରିମ ବି ହେବ ମହଙ୍ଗା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୭।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଶେଷ ହୋଇଯାଇପାରେ, କିନ୍ତୁ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଜାରି ରହିଥିବାରୁ ପୁଣି ଶତ୍ରୁତା ସୃଷ୍ଟି ହେବାର ଭୟ…

ବାଇକକୁ ଧକ୍କା ଦେଲା ପିକଅପ, ଦୁର୍ଘଟଣାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

ଭବାନୀପାଟଣା/ଜୁନାଗଡ଼,୨୭।୪(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଡିପଦର ଛକରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଅଜଣା ପିକଅପ…

ବରଗଡ଼ରେ ବିକାଶ ବାଟବଣା, ଖରାଦିନେ ରାସ୍ତାରେ ବହୁଛି ଡ୍ରେନ୍‌ ପାଣି

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କେଉଁଠି ରାସ୍ତା ପ୍ରଶସ୍ତୀକରଣ ତ ଆଉ…

ଜନଗଣନାରେ ନିୟୋଜିତ ୨ଜଣଙ୍କ ମୃତ୍ୟୁ

ବେତନଟୀ/ସୁନ୍ଦରଗଡ଼,୨୭।୪(ଧରଣୀଧର ମହାନ୍ତି/ଜୟନାରାୟଣ ମେଣ୍ଡୁଳି): ଜନଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ୍‌ ଅଧୀନ ପୁରିନ୍ଦା କଖାରୁଆ ବୈଦନାଥ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri