Posted inଜାତୀୟ

ସବଜି ମଣ୍ଡି ଅଞ୍ଚଳରେ ଭାଙ୍ଗିଲା ଚାରି ମହଲା କୋଠା: ଅନେକେ ପୋତିହୋଇ ପଡିଥିବା ଆଶଙ୍କା

ନୂଆଦିଲ୍ଲୀ,୧୩ ।୯: ରାଜଧାନୀ ଦିଲ୍ଲୀର ସବଜି ମଣ୍ଡି ଅଞ୍ଚଳରେ ସୋମବାର ଏକ ୪ ମହାଲା କୋଠା ଭୂଷୁଡି ପଡିଛି । ଖବର ପାଇଁ ପୋଲିସ ସେଠାରେ ପହଞ୍ଚିଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଯାଇଥିବା ବେଳେ ଅଧିକାଂଶ ଲୋକ ଏହି ଭଙ୍ଗା କୋଠା ତଳେ ପୋତି ହୋଇ ପଡିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ୭ ଦମକଳ ଗାଡି ପହଞ୍ଚିଯାଇଥିବା ସୂଚନା ମିଳିଛି । ତେବେ ଦୁଇଜଣ ଶିଶୁଙ୍କ ସମେତ ଅନେକ ଲୋକେ ଓ କିଛି ଗାଡି ଭଙ୍ଗା କୋଠା ତଳେ ପୋତି ହୋଇଯାଇଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?