Posted inଜାତୀୟ

ରାତି ଅନ୍ଧାରରେ ଭୁଶୁଡ଼ିଲା ୪ ମହଲା କୋଠା

ମୁମ୍ବାଇ, ୧୮।୮: ଦେଶର ଆର୍ଥିକ ସହର ବଲିଉଡ୍‌ର ବାନ୍ଦ୍ରାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ୪ ମହଲା କୋଠାଘର ଭୁଶୁଡ଼ି ପଡ଼ିଛି। କୋଠାଘରେ କେହି ରହୁ ନ ଥିଲେ। ତେବେ ଏହା ନିକଟସ୍ଥ ବିଲ୍ଡିଂ ଉପରେ ପଡ଼ିବାରୁ ଏହା କ୍ଷତିଗ୍ରସ୍ତ ହୋଇଛି। ବିଲ୍ଡିଂରେ ଥିବା ୧୬ ଜଣ ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଭାବେ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାବାର ରାତି ୮ଟା ହଠାତ୍‌ କୋଠାଘରଟି ଭୁଶୁଡ଼ି ପଡ଼ିଥିଲା। କ୍ଷତିଗ୍ରସ୍ତ ହୋଇଥିବା ନିକଟସ୍ଥ ବିଲ୍ଡିଂରେ ଥିବା ରିପ୍ୟାରିଙ୍ଗ୍‌ ଦୋକାନରେ ସେତେବେଳେ ୧୩ ଜଣ ଲୋକ ଥିଲେ। ସେହିପରି ଏଠାରେଥିବା ଏକ ସେଲୁନ୍‌ରେ ୩ ଜଣ ଥିଲେ। ୭ ଜଣ ଲୋକ ଦୌଡ଼ି ବାହାରକୁ ପଳାଇ ଆସିଥିଲେ। ପରେ ସ୍ଥାନୀୟ ଲୋକ ଏବଂ ଉଦ୍ଧାକାରୀ ଦଳଙ୍କ ସହଯୋଗରେ ଅନ୍ୟମାନଙ୍କୁ ବାହାର କରାଯାଇଥିଲା। ଲଗାତାର ବର୍ଷା ଯୋଗୁ କୋଠାଘରଟି ଭାରସାମ୍ୟ ହରାଇ ଭୁଶୁଡ଼ି ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନେତାଙ୍କୁ ଅନୁସରଣ କରି ସୋସିଆଲ ମିଡିଆ ଛାଡିବେ ଅମୃତା

ମୁମ୍ବାଇ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଫେସବୁକ, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଛାଡିବା କଥା ଚିନ୍ତା କରୁଥିବା କହିବାର କିଛି ସମୟ...

ଲୋକଙ୍କୁ ଭ୍ରମରେ ପକାଉଛନ୍ତି କେନ୍ଦ୍ର ସରକାର; ଶରଦ ପାୱାର

ନୂଆଦିଲ୍ଲୀ,୧୬ ।୮: ନ୍ୟାଶନାଲ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦିଛନ୍ତି । ଓବିସି ସଂରକ୍ଷଣକୁ ନେଇ ସେ କେନ୍ଦ୍ର...

ରାତାରାତି ପାଲଟିଲେ କୋଟିପତି, ମାଛ ବିକି ପାଇଲେ ୧.୩୩ କୋଟି…

ପାଲଘର,୧।୯: କଥାରେ ଅଛି ଭାଗ୍ୟରେ ପରିବର୍ତ୍ତନ ଅସିଲେ ମାଟି ଧରିଲେ ସୁନା ପାଲଟି ଯିବ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ମହାରାଷ୍ଟ୍ର ପାଲଘରର ଜଣେ ମତ୍ସ୍ୟଜୀବୀ...

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା : :ଗୁରୁବାର ରାତିରୁ ପ୍ରଚାର ବନ୍ଦ

ନୂଆଦିଲ୍ଲୀ,୧୬ା୫: ପଶ୍ଚିମବଙ୍ଗରେ ହିଂସାକାଣ୍ଡ ପରେ ନିର୍ବାଚନ କମିଶନ (ଇସି) ସେଠାରେ ପ୍ରଚାରକୁ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୯...

ରୁଷିଆ ଭ୍ୟାକ୍ସିନକୁ ନେଇ ବଢୁଛି ଚିନ୍ତା: ସାତ ଜଣରେ ଜଣେ ହେଉଛନ୍ତି ଅସୁସ୍ଥ

ନୂଆଦିଲ୍ଲୀ,୧୮ ।୯: ସାରା ବିଶ୍ୱରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଏବେ ସମସ୍ତଙ୍କ ନଜର ରହିଛି କରୋନା ଭ୍ୟାକ୍ସିନ ବା ଟିକା ଉପରେ ।...

ମେଲାନିଆଙ୍କ ହସ୍ତାକ୍ଷରକୁ ସ୍କୁଲରେ ସାଇତା ହୋଇ ରଖାଯିବ

ନୂଆଦିଲ୍ଲୀ,୨୫।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ପ୍ରଥମ ଥର ଭାରତକୁ ଆସିଥିବା ବେଳେ ମଙ୍ଗଳବାର ଦିଲ୍ଲୀର ୨ଟି ସ୍କୁଲକୁ ସେ ଗସ୍ତ କରିଥିଲେ। ପ୍ରଥମେ...

ଆଜି କୃଷକଙ୍କ ଖାତାକୁ ଯିବ ୨ ହଜାର ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୪ ଅର୍ଥାତ୍‌ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିବେ।...

୧୧ ରାଜ୍ୟ ସଭା ଆସନ ପାଇଁ ନଭେମ୍ବର ୯ରେ ନିର୍ବାଚନ

ନୂଆଦିଲ୍ଲୀ, ୧୩।୧୦: ନଭେମ୍ବର ୯ରେ ୧୧ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରେ ଉତ୍ତରପ୍ରଦେଶର ୧୦ଟି ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ...

Advertisement


Archives

Model This Week