Posted inଜାତୀୟ

ଯବାନଙ୍କ ଗୁଳିରେ ୪ ଆତଙ୍କବାଦୀ ମୃତ

ଶ୍ରୀନଗର,୨୨ା୩: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଯବାନଙ୍କ ଗୁଳିରେ ଲସ୍କର-ଇ-ତୋଇବାର ୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ଜିଲାର ମନିହାଲ ଅଞ୍ଚଳରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେଶନ କରାଯାଇଥିଲା। ପରେ ସେମାନେ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ପାଲଟା ଗୁଳିରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ନିକଟରୁ ୩ ପିସ୍ତଲ, ଏକେ ରାଇଫଲ୍‌ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧ରୁ ବୟସ୍କଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୨୪।୨: କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏହି ଟିକା ୬୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ...

ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ହାଇଦ୍ରାବାଦ, ୧୩ା୧୦: ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଦେଇଥିବା ରାୟକୁ ସୋସିଆଲ ମିଡିଆରେ ଭୁଲ୍‌ ଭାବେ ଦର୍ଶାଇ ବିଚାରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦିଆଯିବା ପରେ ସୋମବାର ଏହାର...

କମିଲା ପେଟ୍ରୋଲ ୫, ଡିଜେଲ ୧୦ ଟଙ୍କା

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ...

ମଙ୍ଗଳବାର ପୁଣି ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାଶନାଲ ହେରାଲ୍ଡ ମାମଲା ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗତ ୪ଦିନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରା କରୁଛି। ଏହି...

ରାଜ୍ୟସଭାରେ ସାମ୍ନାସାମ୍ନି ହେଲେ ଗୋଟିଏ ରାଜ୍ୟର ୨ ପ୍ରତିଦ୍ୱନ୍ଦୀ

ନୂଆଦିଲ୍ଲୀ,୨୨।୭: ରାଜ୍ୟସଭାରେ ୪୫ଜଣ ନବନିର୍ବାଚିତ ସଦସ୍ୟ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୩୬ଜଣ ଏଭଳି ଏମ୍‌ପି ଅଛନ୍ତି ଯେଉଁମାନେ ପ୍ରଥମ ଥର ରାଜ୍ୟସଭାରେ ପହଞ୍ଚିଛନ୍ତି।...

ଅଯୋଧ୍ୟା ରାୟକୁ ଚ୍ୟାଲେଞ୍ଜ ନିଷ୍ପତ୍ତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୮ା୧୧(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟ ପରେ ମଧ୍ୟ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦର ସମାଧାନ ହୋଇପାରି ନାହିଁ। ଏହି ଐତିହାସିକ ରାୟକୁ ସୁନ୍ନି ସେଣ୍ଟ୍ରାଲ...

ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଘୋଡ଼ାବେପାର

ଜୟପୁର, ୧୨ା୬:ମଧ୍ୟପ୍ରଦେଶରେ କମଳନାଥ ସରକାର ପରେ ଭାଜପା ଏବେ ରାଜସ୍ଥାନ ସରକାରକୁ ଭାଙ୍ଗିବା ଲାଗି ପ୍ରୟାସ ଜାରି ରଖିଛି। ବିଶେଷକରି ଜୁନ୍‌ ୧୯ରେ ରାଜ୍ୟ ସଭା...

ମହାମାରୀ ଯୋଗୁ ସୁଧ ଛାଡ୍‌ ମାମଲା: ଆର୍ଥିକ ନୀତିରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା

ନୂଆଦିଲ୍ଲୀ,୨୩।୩: ମୋରେଟୋରିୟମ୍‌ ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଋଣ ନେଇଥିବା ବ୍ୟକ୍ତି ବିଶେଷ ଅବା ସଂସ୍ଥାଙ୍କ ସୁଧକୁ...

Advertisement
Archives

Model This Week